କଟକ ଅଫିସ,୫।୬: କଟକ ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର ଓ ପାଚେରିଗୁଡିକ ଭଙ୍ଗାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍ସି) ଅଧିକାରୀ ପରେଶ କୁମାର ନାୟକ ଉଚ୍ଛେଦ ସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ ଅନୁଧ୍ୟାନ କରିଥିଲେ। ଏ ସମ୍ପର୍କରେ ଜିଲାପାଳ କହିଛନ୍ତି, ବସ୍ ଟର୍ମିନାଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ସରକାରୀ ଓ ବେସରକାରୀ ସ୍ଥାନରୁ ଉଚ୍ଛେଦ କରାଯାଇଥିବାବେଳେ ପ୍ରାୟ ୨୦ ଏକର ଜାଗା ଚିହ୍ନଟ ହୋଇସାରିଛି ା ବସ୍ ଟର୍ମିନାଲ ପାଇଁ ଦୁଇଟି ଚଉଡା ରାସ୍ତା ନିର୍ମାଣ କରାଯିବା ଯୋଜନା ରହିଛି। ଗୋଟିଏ ପଟେ ଦୂରଗାମୀ ବସ୍ ଓ ଅନ୍ୟପଟେ ମୋ ବସ୍ ଯାତାୟାତ କରିବ। ଆସନ୍ତା ୯ ମାସ ମଧ୍ୟରେ ବସ୍ ଟର୍ମିନାଲ ନିର୍ମାଣ କାର୍ଯ୍ୟ ସରିବ ବୋଲି ଜିଲାପାଳ କହିଛନ୍ତି ା
Posted inଆମ ଜିଲା ଖବର, କଟକ View All
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର
ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍ସିଏଲ୍ ସିଏସ୍ଆର୍ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...
କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର
ସୋହେଲା,୨୦ା୬(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ...
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...
ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ
ବରପାଲି, ୨୧।୬(ଡି.ଏନ୍.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ...
ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ...


