ମୁମ୍ବାଇ,୫।୬: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟାମି ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହିତ ବିବାହ କରିଥିବା ଖବର ବିଷୟରେ କାହାକୁ ଜଣାଯାଇ ନ ଥିଲା। ଦୁହେଁ ଦୀର୍ଘଦିନରେ ପ୍ରେମ ସମ୍ପର୍କକୁ ନୂଆ ରୂପ ଦେବାକୁ ଯାଇ ବିବାହ କରିଥିଲେ। ତେବେ ଏବେ ବିବାହର ଇନ୍ସାଇଡ୍ ଫୋଟେଜ୍ ସୋସିଆଲ ମିଡ଼ିଆରେ ଅପଲୋଡ୍ କରାଯାଇଛି। ବିବାହରେ ଦୁଇ ପରିବାରର ସଦସ୍ୟ ଉପସ୍ଥିତ ଥିଲେ। ବିଭିନ୍ନ ଫଟୋ ମଧ୍ୟରେ ୟାମିଙ୍କ ପାଦରେ ଅଳତା ଲଗାଯାଉଥିବା, ହୋମକୁଣ୍ଡ ପାଖରେ ବସିଥିବା ଆରଦି ଫଟୋ ରହିଛି। ୟାମି ଲାଲ ରଙ୍ଗର ପୋଷାକ ପିନ୍ଧି ବୋହୂ ବେଶରେ ସଜ୍ଜିତ ହୋଇଥିବାବେଳେ ଆଦିତ୍ୟ ବର ଯୋଡ଼ ପିନ୍ଧି ବେଶ୍ ସୁନ୍ଦର ଦେଖାଯାଉଥିଲେ।
ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ
ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...
ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଜରିନ୍ ଖାନ୍ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ...
ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍ଜନ ଅଭିନେତା
ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...
ବୋଲ୍ଡ ଶଟ୍ ପାଇଁ..
କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...
ଶୁଟିଂ ସେଟ୍ରେ ମାଗାଜିନ୍ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି
ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...
ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା
ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ...
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ
ହଲିଉଡ ଅଭିନେତ୍ରୀ ଲିସା ବାନେସଙ୍କ ପରଲୋକ ଘଟିଛି। ନ୍ୟୁୟର୍କ ସହରରେ ଘଟିଥିବା ଏକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ, ପରେ ତାଙ୍କୁ ଗୁରୁତର ଅବସ୍ଥାରେ...
‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’
ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...


