ମୁମ୍ବାଇ,୫।୬:ଏବେ ସୋସିଆଲ୍ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍ ଥିବା ବର ବିଚରା କନ୍ୟା ବଦଳରେ ଶାଶୁଙ୍କୁ ବରଣମାଳା ପିନ୍ଧାଇଛନ୍ତି। ଏହି ଭିଡ଼ିଓକୁ ଇନଷ୍ଟାଗ୍ରାମ୍ରେ ଅପଲୋଡ୍ କରାଯାଇଛି। ତେବେ ବିବାହ କେଉଁଠି ହେଉଥିଲା ଏବଂ ବର ତଥା କନ୍ୟାଙ୍କ ସମ୍ପର୍କରେ ଭିଡ଼ିଓରେ କୌଣସି ସୂଚନା ଦିଆଯାଇ ନାହିଁ। ବିବାହରେ ଉପସ୍ଥିତ ଥିବା ଅତିଥିମାନେ ବରଙ୍କ ଏଭଳି ଆଚରଣ ଦେଖି ହସୁଥିବାରୁ ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ବର କ୍ୟାମେରା ଆଡ଼େ ଅନାଇ ଶାଶୁଙ୍କ ବେକରେ ବରଣମାଳା ପିନ୍ଧାଉଥିବା ବେଳେ ଶାଶୁ ଏହାକୁ ହଟାଇଦେଇଥିଲେ। ବିଚରା ବର କନ୍ୟାଙ୍କୁ ବରଣମାଳା ପିନ୍ଧାଇବା ପୂର୍ବରୁ ତଳେ ନିଶାରେ ପଡ଼ିଯାଇଥିଲେ।
ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍: ଆଇସିଇଆର୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍ମାନେ ୟୁଏଫ୍ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...
ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…
ଗାର୍ବୋନ୍,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭...
ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ
ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ...
ଭିନ୍ନ ହେବେ ‘ସ୍ପେସ୍ ବେବି’
ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...
ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ
ହାତୀ ଏବଂ ମଣିଷ ମଧ୍ୟରେ ବନ୍ଧୁତା ଫିଲ୍ମ ‘ହାଥୀ ମେରା ସାଥୀ’ରେ ନିଶ୍ଚିତ ଦେଖିଥିବେ। ଫିଲ୍ମରେ ହାତୀ ମରିବା ପରେ ଅଭିନେତା ହାତୀକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।...
ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…
ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ...
୧୫ ମିନିଟ୍ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର
ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ...


