E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
11:52 amJune 5, 2021

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତାଙ୍କୁ ବାନ୍ଧିଛି ପୋଲିସ। ହେଲେ ଏଥର ମାମଲା ଅଧିକ ସଙ୍ଗୀନ ରହିଛି। ବଳାତ୍କାର ଅଭିଯୋଗରେ ନାଗିନ୍‌ ଫେମ୍‌ ଅଭିନେତା ପର୍ଲ ବି ପୁରୀଙ୍କୁ ବମ୍ବେ ପୋଲିସ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଗିରଫ କରିନେଇଛି। ଜଣେ ନାବାଳିକା ଓ ତାଙ୍କ ପରିବାର ପର୍ଲଙ୍କ ବିରୋଧରେ ଅଭିଯୋଗ କରିବା ପରେ ତାଙ୍କୁ ପୋଲିସ ଗିରଫ କରିଥିବା ଜଣାପଡ଼ିଛି। ଏହି ମାମଲାରେ ପୋଲିସ ମୋଟ ଛଅଜଣଙ୍କୁ ବାନ୍ଧି ସାରିଛି। ଏବେ ଅଭିନେତା ଜେଲରେ ଅଛନ୍ତି।

କହିରଖୁଛୁ, ଗତ ବର୍ଷ ଅକ୍ଟୋବରରେ ପର୍ଲ ବାପାଙ୍କୁ ହରାଇଥିଲେ। ଦିନ ଥିଲା ସେ ଜଣେ ଅଭିନେତା ହୁଅନ୍ତୁ ତାହା ବାପା ଚାହୁଁ ନ ଥିଲେ। ଫଳରେ ସେ ନିଜ ଘର ଛାଡ଼ି ଚାଲିଆସିଥିଲେ। ପ୍ରାରମ୍ଭିକ ଦିନଗୁଡ଼ିକରେ ତାଙ୍କ ପାଖରେ ଟଙ୍କା ନ ଥିଲା। ସେ ଖାଇବାକୁ ନ ପାଇବା ଯୋଗୁ ଦିନ ଦିନ ଉପବାସରେ ରହୁଥିଲେ।

୨୦୧୩ରେ ପର୍ଲ ଟେଲି ଧାରାବାହିକ ‘ଦିଲ କି ନଜର ସେ ଖୁବସୁରତ’ରେ ନିଜର ଡେବ୍ୟୁ କରିଥିଲେ। ହେଲେ ନାୟକ ଭାବେ ସେ ‘ଫିର ଭି ନା ମାନେ ବଦତମିଜ୍‌ ଦିଲ୍‌’ରେ କାମ କରିଥିଲେ। ପରେ ସେ ‘ନାଗାର୍ଜୁନ, ବେପନାହ ପ୍ୟାର, ନାଗିନ ୩, ବ୍ରହ୍ମରାକ୍ଷସ ୨’ ଭଳି ସୁପରହିଟ୍‌ ଧାରାବାହିକରେ କାମ କରିଛନ୍ତି। ଏହାଛଡ଼ା ଅନେକ ରିଆଲିଟି ଶୋ’ରେ ତାଙ୍କୁ ଅତିଥି ଏବଂ ପ୍ରତିଯୋଗୀ ଭାବେ ଦେଖାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ...

ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ...

ସ୍ବାମୀଙ୍କ ସହ ବୋଲ୍ଡ ଲୁକ୍‌ରେ ନଜର ଆସିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ‘କାଣ୍ଟା ଲଗା’ ଗର୍ଲ ଭାବରେ ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଶେଫାଳି ଜରିଓ୍ବାଲା ନିଜର ସାହସିକତା ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି।...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌

ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍‌ନା ଚୌଧୁରୀ ଖୁବ୍‌ ଆକ୍ଟିଭ। ସେ ନିଜର ହଟ୍‌ ଲୁକ୍‌ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ...

ଦୁଇ ଦୁଇ ଥର ଛାଡପତ୍ର ପାଇବା ପରେ ୧୮ ବର୍ଷ ସାନ ରୁଷୀୟ ମଡେଲଙ୍କ ହାତ ଧରିଛନ୍ତି ଏହି ସେଲିବ୍ରିଟି; ବିବାହ ପରେ..

ବମ୍ବେ: ବିଭିନ୍ନ ଟେଲିଭିଜନ ଶୋ’ରେ ନଜର ଆସୁଥିବା ରାହୁଲ ମହାଜନ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବିଶେଷକରି ବ୍ୟକ୍ତିଗତ ଜୀବନ ତାଙ୍କର ଖବର ଶିରୋନାମା ପାଲଟିଥାଏ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
Next Post Next post:
ବାଘ, ସିଂହର କରୋନା ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts