E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କରୋନା ଭାଇରସ୍‌, ଗଞ୍ଜାମ

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ
12:23 pmJune 5, 2021

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା ସଂକଟରେ ରୋଜଗାର ହରାଇ ଗଞ୍ଜାମ ଜିଲା ବୁଗୁଡ଼ା ସହରର ଅଟୋ ଚାଳକମାନେ ଏବେ ହାତବାନ୍ଧି ବସିଛନ୍ତି। କରୋନାର ପ୍ରଥମ ଲହର ସମୟରେ ଦୀର୍ଘ ୯ ମାସ ଧରି ସାରା ରାଜ୍ୟରେ ଲକ୍‌ଡାଉନ ରହିବା ଯୋଗୁ ଅଟୋ ଚାଳକମାନଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡିଥିଲା। ତେବେ ପରିସ୍ଥିତିରେ ସାମାନ୍ୟ ସୁଧାର ଆସିବା ପରେ ସେମାନେ ଅଣ୍ଟା ସଳଖି ଛିଡ଼ା ହେବା ପାଇଁ ଚେଷ୍ଟା କରୁଥିବା ବେଳେ ପୁଣି ଦ୍ୱିତୀୟ ଲହର ସେମାନଙ୍କ ଦୁଃଖକୁ ଆହୁରି ଦ୍ୱିଗୁଣିତ କରିଦେଇଛି । ବୁଗୁଡ଼ା ସହର ମେଡିକାଲ ଛକର ଶ୍ରୀଜଗନ୍ନାଥ ଅଟୋ ଚାଳକ ସଂଘ ଏବଂ ବସ୍‌ଷ୍ଟାଣ୍ଡର ଶ୍ରୀବଳଦେବସ୍ବାମୀ ଅଟୋ ଚାଳକ ସଂଘର ଶତାଧିକ ଅଟୋ ଚାଳକ ଲକଡାଉନ ଯୋଗୁ ପ୍ରଭାବିତ ହୋଇଛନ୍ତି। ଦୈନିକ ରୋଜଗାର ଏବେ ଠପ୍‌ ହୋଇପଡ଼ିଥିବାରୁ ପରିବାର ଚଳାଇବା ସେମାନଙ୍କପକ୍ଷେ କଷ୍ଟକର ହୋଇପଡିଛି l ଅନ୍ୟପଟେ ସରକାରୀ ସ୍ତରରେ ହେଉ କି ନିଜ ସଂସ୍ଥା ପକ୍ଷରୁ କିଛି ବି ସହାୟତା ମିଳୁନାହିଁ। ଯଦି ଆଗକୁ ଲକ୍‌ଡାଉନ ଅବଧି ପୁଣି ବୃଦ୍ଧି କରାଯାଏ ତେବେ ସେମାନଙ୍କ ବଞ୍ଚି ରହିବା ଅସହନୀୟ ହୋଇପଡ଼ିବ ବୋଲି ଅଟୋ ଚଳାକ ସଂଘ କହିଛନ୍ତି l ତେଣୁ ସରକାର ଏ ଦିଗରେ ଦୃଷ୍ଟି ଦେବାକୁ ସ୍ଥାନୀୟ ଶ୍ରୀଜଗନ୍ନାଥ ଅଟୋ ଚାଳକ ସଂଘର ସଭାପତି ଓ ସଂପାଦକ ଏବଂ ଶ୍ରୀବଳଦେବସ୍ବାମୀ ଅଟୋ ଚାଳକ ସଂଘର ସଭାପତି ଓ ସଂପାଦକ ଅନୁରୋଧ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କରୋନା ଭାଇରସ୍‌, ଗଞ୍ଜାମ View All

କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...

ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ

ଦିଗପହଣ୍ଡି,୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...

ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍‌ଏସ୍‌ଏସ୍‌ ନେତାଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…
Next Post Next post:
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts