ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ ଗ୍ରହଣ କରି ରାଜଧାନୀର ସମସ୍ତ ଦୋକାନକୁ ଇଡ୍ ଇଭିନ୍ରେ ଖୋଲାଯିବ। ସେହିପରି ମେଟ୍ରୋ ଟ୍ରେନ୍ ୫୦ ପ୍ରତଶତ କ୍ଷମତାରେ ଚଳାଚଳ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମଲ୍ ,ଶପିଂ ସେଣ୍ଟର ସମେତ ଅତ୍ୟ ଦୋକାନ ଅଡ୍ ଇଭିନ୍ ନିୟମକୁ ପାଳନ କରିବେ। ତେବେ ଔଷଧ ଦୋକାନ ପୂର୍ବ ପରି ସ୍ବାଭାବିକ ଭାବେ ଖୋଲା ରହିବ। ଅଫିସ୍ଗୁଡ଼ିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।
Posted inକରୋନା ଭାଇରସ୍, ଜାତୀୟ View All
ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ
ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ...
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ...
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...
ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼
ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩...
ଘର ବାହୁଡ଼ା ପରେ ହଟିଲା ଜେଡ୍ ସିକ୍ୟୁରିଟି
କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...
ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...


