ଅହମଦାବାଦ,୫।୬: ଲଭ୍ ଜିହାଦ୍ ଆଇନ୍ ଗୁଜରାଟରେ ୧୫ ଜୁନ୍ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶ କରାଯିବ। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଲଭ୍ ଜିହାଦ୍ ଆଇନ୍କୁ ମଞ୍ଜୁରୀ ଦେଇଛନ୍ତି। ଜବରଦସ୍ତ ଧର୍ମ ପରିବର୍ତ୍ତନ ଅବା ମିଛ କହି ବିବାହ କରିଥିବା କ୍ଷେତ୍ରରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ଉପରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜେଲ ଦଣ୍ଡାଦେଶ ସହିତ ଦୋଷୀଙ୍କଠାରୁ ଜରିମାନା ମଧ୍ୟ ଆଦାୟ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି।
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ନୀତି ଆୟୋଗ ଏସ୍ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍ ଖସିଲା
ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍ (ଏସ୍ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି।...
୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩
ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍...
ଭାକ୍ସିନ୍ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍…
ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’
ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...
୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା
ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍ର ଦ୍ୱିତୀୟ ଡୋଜ୍ ୯୫ ପ୍ରତିଶତ ପ୍ରଭାବଶାଳୀ…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା...


