E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା
1:54 pmJune 5, 2021

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି ଚିନ୍ତା ଏବେ ଦୂର କରିଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆସନ୍ତା ୧୫ ଦିନ ମଧ୍ୟରେ ଏକ ବିଶେଷଜ୍ଞ କମିଟି ଗଠନ କରାଯିବ। ଏହି କମିଟି ବରିଷ୍ଠ ଶିକ୍ଷାବିତ୍‌ ଏବଂ ସିଏଚ୍‌ସିଏସ୍‌ଇ ଅଧିକାରୀଙ୍କୁ ନେଇ ଗଠନ କରାଯିବ।

କେମିତି ଓ କେଉଁ ଆଧାରରେ ମୂଲ୍ୟାୟନ କରାଯିବ, କିପରି ରେଜଲ୍ଟ ପ୍ରକାଶ ପାଇବ ସେନେଇ କମିଟି ବିଚାରବିମର୍ଷ କରିବ। ମତାମତ ଆଧାରରେ ସରକାର ନିଷ୍ପତ୍ତି ନେବେ ।

ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସିବିଏସଇ ଓ ଆଇସିଏସ୍‌ଇ ରେଜଲ୍ଟ ଯେବେ ବାହାରିବ ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷାଫଳ ମଧ୍ୟ ସେହି ସମୟରେ ପ୍ରକାଶ ପାଇବ। ଛାତ୍ରୀଛାତ୍ର ଯେମିତି କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ ସେଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର...

୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି।...

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

ଅଭୟ ପାଠକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ...

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ପ୍ରାଚୀନ ଦୁର୍ଗରେ ହଠାତ୍‌ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଭାଇରାଲ ହେଉଛି ଭିଡିଓ
Next Post Next post:
୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts