E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…
2:30 pmJune 5, 2021

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଶ୍ୱ ପରିବେଶ ଦିବସ ଅବସରରେ ଏକ ଭିଡ଼ିଓ କନଫରେନ୍ସିଂ ଉତ୍ସବରେ ଯୋଗଦେଇ ଏଭଳି କହିଛନ୍ତି। ପରିବେଶ ସୁରକ୍ଷା ଏବଂ ସଂରକ୍ଷଣ କ୍ଷେତ୍ରରେ ଭାରତ ପୃଥିବୀ ସମ୍ମୁଖରେ ଉଦାହରଣ ସୃଷ୍ଟି କରିଛି। ଦେଶରେ ବିକାଶ କାର୍ଯ୍ୟ ସହିତ ପରିବେଶ ସୁରକ୍ଷାକୁ ମଧ୍ୟ ଗୁରୁତ୍ୱ ପ୍ରଦାନ କରାଯାଉଛି। ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ । ଦେଶରେ ଅର୍ଥବ୍ୟବସ୍ଥା ଏବଂ ପରିବେଶ ଉପଯୋଗୀ କାର୍ଯ୍ୟକ୍ରମ ସମତାଳରେ ଆଗେଇ ଚାଲିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ବିଶ୍ୱସ୍ତରରେ ସୃଷ୍ଟି ହୋଇଥିବା ଜଳବାୟୁ ସଙ୍କଟର ସମାଧାନ କ୍ଷେତ୍ରରେ ଭାରତ ଏକ ଆଶାର କିରଣ ପାଲଟିଛି। ଏହା ସହିତ ବିଶ୍ୱସ୍ତରରେ ମାନବ କଲ୍ୟାଣ ଲାଗି ଏକ ବିଶ୍ୱାସନୀୟ ବନ୍ଧୁଭାବେ ଉଭା ହୋଇଛି ବୋଲି ସେ କହିଛନ୍ତି। ଏକ ସୂର୍ଯ୍ୟ, ଏକ ପୃଥିବୀ ଏକ ଗ୍ରୀଡ୍‌କୁ ସାକାର ରୂପ ଦେଉଥିବା ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକ ସହିତ ଭାରତ ସାମିଲ ହୋଇ ଆଗେଇ ଚାଲିଛି। ଫଳରେ ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କରେ ପୃଥିବୀର ଶୀର୍ଷ ୧୦ ଦେଶ ମଧ୍ୟରେ ଭାରତ ରହିଛି। ପରିବେଶ ସୁରକ୍ଷା ଅପରିହାର୍ଯ୍ୟ। ତେବେ ଏହାଦ୍ୱାରା ବିକାଶ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନ ହୁଏ ସେଥିପ୍ରତି ଦୃଷ୍ଟି ଦେଇ ଭାରତ ଉପଯୋଗେୀ ପଦକ୍ଷେପ ଗ୍ରହଣ କରି ଅନ୍ତର୍ଜାତୀୟସ୍ତରର ସ୍ବତନ୍ତ୍ର ପରିଚିତି ହାସଲ କରି ପାରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...

ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ...

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩...

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...

୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା

ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର...

ପଞ୍ଜାବରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ...

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା
Next Post Next post:
ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts