E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୨ ଭଉଣୀଙ୍କୁ ଗଣବଳାତ୍କାର
9:23 pmJune 5, 2021

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଜୟପୁରର ଏକ ଆପାର୍ଟମେଣ୍ଟରେ ରହୁଥିବା ୧୯ ଓ ୨୦ ବର୍ଷୀୟା ଦୁଇ ଭଉଣୀଙ୍କୁ ଗତ ୧ ତାରିଖରେ ୨ ଯୁବକ ଲୁନିଆଓ୍ବାସ ସ୍ଥିତ ଏକ ଘରକୁ ନେଇଯାଇଥିଲେ। ସେଠାରେ ସେମାନଙ୍କ ସହ ଅନ୍ୟ ଦୁଇ ଯୁବକ ମିଶି ଯୁବତୀ ଦ୍ୱୟଙ୍କୁ ମାଡ଼ ମାରି ଗଣବଳାତ୍କାର କରିଥିଲେ। ଅଭିଯୁକ୍ତମାନେ ଏ ସମ୍ପର୍କରେ କାହାକୁ ଜଣାଇଲେ ଦୁଇ ଭଉଣୀଙ୍କୁ ହତ୍ୟା ଧମକ ଦେଇଥିଲେ। ପୀଡ଼ିତା ଦ୍ୱୟ ଘଟଣା ସଂକ୍ରାନ୍ତରେ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ଏହା ଜାଣି ସ୍ଥାନୀୟ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍‌ ଉପହାର ସ୍ବରୂପ ପ୍ରଦାନ...

ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…

ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ ପକ୍ଷରୁ ରିପୋର୍ଟ...

ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ...

ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍‌-୧୯...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’

ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା...

ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ

କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
Next Post Next post:
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts