E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ନବରଙ୍ଗପୁର, ରାଜ୍ୟ

୨ ନାବାଳିକାଙ୍କୁ ବଳାତ୍କାର
10:14 pmJune 5, 2021June 28, 2021

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିବାରୁ ତାଙ୍କୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ଅନ୍ୟ ଜଣେ ନାବାଳକଙ୍କୁ ବ୍ରହ୍ମପୁରସ୍ଥିତ ବାଳସୁଧାର ଗୃହକୁ ପଠାଯାଇଛି। ନାବାଳିକା ଦ୍ୱୟ ସମ୍ପର୍କୀୟ ଭଉଣୀ ବୋଲି ଜଣାପଡିଛି।
ମିଳିଥିବା ସୂଚନା ଅନୁଯାୟୀ, ଗତ ୧ ତାରିଖରେ ନାବାଳିକା ଦ୍ୱୟ ଏକାଠି ଘରେ ଶୋଇଥିବା ବେଳେ ନାବାଳକ ଦ୍ୱୟ ତାଙ୍କୁ ଉଠାଇ ନେଇ ବଳାତ୍କାର କରିଥିଲେ। ଏପରିକି ସେମାନେ ପୀଡ଼ିତାଙ୍କୁ ଧମକ ଦେଇ ପଳାଇଥିଲେ। ଘଟଣାର ଦିନକ ପରେ ପୀଡିତା ପରିବାର ଲୋକଙ୍କୁ କହିଥିଲେ। ଏନେଇ ପରିବାର ଲୋକେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଏହାର ସମାଧାନ ନେଇ ଗାଁରେ ଏକ ବୈଠକ ହୋଇଥିଲା। ହେଲେ ନାବାଳକ ଦ୍ୱୟ ଆସି ନ ଥିଲେ। ପରେ ପୀଡ଼ିତାଙ୍କ ପରିବାର ଲୋକେ ଉମରକୋଟ ଥାନାରେ ଶୁକ୍ରବାର ଏତଲା ଦେଇଥିଲେ। ପୋଲିସ ୨ଟି ମାମଲା(ନଂ.୨୦୫/୨୧ ଓ ୨୦୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ନବରଙ୍ଗପୁର, ରାଜ୍ୟ View All

୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର

ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍‌ସିଏଲ୍‌ ସିଏସ୍‌ଆର୍‌ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...

ଦରବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଂଗ୍ରେସ ତରଫରୁ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଙ୍ଗକୁ ଆର୍ଥିକ...

କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା  କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ...

ବଢୁଛି ବଜ୍ରପାତ ବିପତ୍ତ

ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ...

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ୍ ୫, ୨୦୨୧)
Next Post Next post:
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts