ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର ପ୍ରତିନିଧିତ୍ୱ କରିବେ। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। କରୋନା ଯୋଗୁ ଏହି ସମାରୋହ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବ। ‘ମିସ୍ ଟ୍ରାନ୍ସ ଗ୍ଲୋବାଲ ଇଣ୍ଡିଆ’ ଟାଇଟଲ ଜିତିବା ଗର୍ବର ବିଷୟ। କିନ୍ତୁୁ ଭର୍ଚୁଆଲ କାର୍ଯ୍ୟକ୍ରମ ହେଉଥିବା ଯୋଗୁ ଅନ୍ୟ ପ୍ରତିଯୋଗୀଙ୍କୁ ସାକ୍ଷାତ କରି ନ ପାରିବା ଦୁଃଖର କଥା ବୋଲି ସେ କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ, ଫୁରସତ View All
ଭାରତ ବାୟୋଟେକ୍ରେ ସେନା ଛାଉଣୀ…
ହାଇଦ୍ରାବାଦ୍,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍ର ହାଇଦ୍ରାବାଦ୍ ସ୍ଥିତ କ୍ୟାମ୍ପସ୍ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ...
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...
ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ
କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ...
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ଏକ୍ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ...
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି।...


