E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…
10:41 amJune 6, 2021

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି କାର୍ଯ୍ୟାଳୟରୁ ଲକ୍ଷାଧିକ ଟଙ୍କାର ରିଲିଫ୍‌ ସାମଗ୍ରୀ ଚୋରି କରିଥିବା ନେଇ ଏକ ମାମଲା କାଣ୍ଠି ପୋଲିସ ଷ୍ଟେଶନରେ ଜୁନ୍‌ ୧ରେ ରୁଜୁ ହୋଇଛି। ମ୍ୟୁନିସିପାଲିଟି ପ୍ରଶାସନିକ ବୋର୍ଡର ସଦସ୍ୟ ରତ୍ନଦୀପ୍‌ ମାନ୍ନା ଏନେଇ ଅଭିଯୋଗ କରିଛନ୍ତିି। ମେ’ ୨୯ ମଧ୍ୟାହ୍ନ ୧୨ଟା ୩୦ରେ ଶୁଭେନ୍ଦୁ ଏବଂ ସୌମେନ୍ଦୁଙ୍କ ନିର୍ଦ୍ଦେଶରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ଗୋଦାମରୁ ସରକାରୀ ତେରପାଲ ଜୋରଜବରଦସ୍ତ ନିଆଯାଇଥିବା ରତ୍ନଦୀପ୍‌ କହିଛନ୍ତି। ତେବେ ମାମଲା ରୁଜୁ ନେଇ ଶୁଭେନ୍ଦୁ ବର୍ତ୍ତମାନ ସୁଦ୍ଧା କୌଣସି ମତାମତ ପୋଷଣ କରି ନାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ

କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
Next Post Next post:
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts