ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ସାରା ବିଶ୍ୱ ବର୍ତ୍ତମାନ ସମୟରେ ପରିବେଶ ପାଇଁ ଚିନ୍ତିତ। ଏହି ସମୟରେ ଇଥାନଲ ପରିବେଶ ଏବଂ ଚାଷୀଙ୍କ ଜୀବନ ଉପରେ ଉତ୍ତମ ପ୍ରଭାବ ପକାଉଛି। ୨୦୨୫ ସୁଦ୍ଧା ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରିବା ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ଲକ୍ଷ୍ୟ ହାସଲ ପାଇଁ ଶନିବାର ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପାଇଲଟ ପ୍ରକଳ୍ପ ଭାବେ ପୁଣେର ୩ଟି ସ୍ଥାନରେ ପ୍ରଧାନମନ୍ତ୍ରୀ ଇ-୧୦୦ ବିତରଣ ଷ୍ଟେସନର ଶୁଭାରମ୍ଭ କରିଛନ୍ତି।
ପ୍ରଭାବିତ ହେବନି କୃଷି କ୍ଷେତ୍ର
ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ...
୧୩୪ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...
ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ
ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...
ସତର୍କ କଲା ଏସ୍ବିଆଇ: ଜୁନ୍ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…
ନୂଆଦିଲ୍ଲୀ,୨।୬: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଗ୍ରାହକମାନଙ୍କୁ ଜୁନ୍ ୩୦ ସୁଦ୍ଧା ସେମାନଙ୍କର ପାନ୍-ଆଧାର ଲିଙ୍କ୍ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...
ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ
ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...
ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା
ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...
ଏମ୍ଏସ୍ଏମ୍ଇକୁ କଞ୍ଚାମାଲ ଚିନ୍ତା
ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...


