E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଦୋହାରେ ଭାରତୀୟ ମିଡ୍‌ ଫିଲ୍ଡର ଅନିରୁଦ୍ଧଙ୍କୁ କରୋନା
9:51 amJune 6, 2021

ନୂଆଦିଲ୍ଲୀ, ୬ା୬ (ପି.ଟି.)- ଭାରତୀୟ ଫୁଟ୍‌ବଲ ଦଳର ମିଡ୍‌ଫିଲ୍ଡର ଅନିରୁଦ୍ଧ ଥାପା କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍‌ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ଦୋହାସ୍ଥିତ ଟିମ୍‌ ହୋଟେଲରେ ଏକ ସ୍ବତନ୍ତ୍ର ରୁମ୍‌ରେ ସେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଦୋହାଠାରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ଏସିଆନ ଚାମ୍ପିୟନ କାତାରଠାରୁ ୦-୧ ଗୋଲରେ ପରାଜିତ ହୋଇଥିଲା। ଉଭୟ ବିଶ୍ୱକପ୍‌ ଓ ଏସିଆନ କପ୍‌ ପାଇଁ ମିଳିତ ଭାବେ ଖେଳାଯାଉଥିବା କ୍ୱାଲିଫାୟର୍ସରୁୁ ଏହା ଅନ୍ୟତମ ମ୍ୟାଚ୍‌ ଥିଲା। ଏହାର ଦିନକ ପୂର୍ବରୁ ଅର୍ଥାତ୍‌ ବୁଧବାର କୋଭିଡ୍‌ ଟେଷ୍ଟ ଫଳାଫଳ ବାହାରିଥିଲା। ଚେନ୍ନାଇନ୍‌ ଏଫ୍‌ସି ଏହି ୨୩ ବର୍ଷୀୟ ଖେଳାଳିଙ୍କର ଆଉ କିଛିଦିନ ପରେ କରୋନା ଟେଷ୍ଟ ହେବ ବୋଲି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସାଧାରଣ ସମ୍ପାଦକ କୁଶାଲ ଦାସ ପ୍ରକାଶ କରିଛନ୍ତି। ଅନିରୁଦ୍ଧ ଭାରତ ପାଇଁ ୨୦ଟି ମ୍ୟାଚ ଖେଳିଛନ୍ତି। ଭାରତ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ ଦୌଡ଼ରୁ ବାଦ୍‌ ପଡ଼ିସାରିଛି। କିନ୍ତୁ ୨୦୨୩ ଏସିଆନ୍‌ କପ୍‌ ଆଶା ରଖିଛି। ଭାରତ ଏ ପର୍ଯ୍ୟନ୍ତ ୬ଟି ମ୍ୟାଚରୁ ୩ ପଏଣ୍ଟ ଅର୍ଜନ କରିଛି। ଗ୍ରୁପ୍‌ ଇ’ ଷ୍ଟାଣ୍ଡିଂରେ ଚତୁର୍ଥ ସ୍ଥାନ ଅଧିକାର କରିଛି। ମୁଖ୍ୟ କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ତତ୍ତ୍ୱାବଧାନରେ ଭାରତ ଆଉ ଦୁଇଟି ମ୍ୟାଚ ଖେଳିବ। ଦଳ ଜୁନ୍‌ ୭ରେ ବାଂଲାଦେଶ ଏବଂ ଜୁନ୍‌ ୧୫ରେ ଆଫଗାନିସ୍ତାନ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ ଓ ଏସିଆନ କପ୍‌ କ୍ୱାଲିଫାୟର୍ସ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି।...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ...

ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍‌ଫିକର ରହିମ ଓ ସ୍କଟିଶ ଅଲ୍‌ରାଉଣ୍ଡର କ୍ୟାଥରିନ୍‌ ବ୍ରାଇସ୍‌ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର...

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...

୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
Next Post Next post:
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts