E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
11:19 amJune 6, 2021

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନୁଗୋଳ, କଟକ ଏବଂ ଖୋର୍ଦ୍ଧାରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବୌଦ୍ଧ, ଦେବଗଡ଼, କଳାହାଣ୍ଡି ଏବଂ ଝାରସଗୁଡ଼ାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି, ମୟୂରଭଞ୍ଜ, ଜଗତସିଂହପୁର, ସୁନ୍ଦରଗଡ଼ ଏବଂ ରାଗୟଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବରଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆପଡ଼ା ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ବେଳେ ୭,୩୨,୦୧୮ଜଣ ସୁସ୍ଥ ହୋଇଛନ୍ତି। ୭୮,୦୩୧ ଜଣ ଚିକିିତ୍ସିତ ହେଉଛନ୍ତି। ୨୯୯୪ ଜଣଙ୍କ ମୃତ୍ୟୁ ଘଟିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍‌ଡାଉନ୍‌ ପରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...

କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍‌ଦାର ଯାଞ୍ଚ

ବୁଗୁଡ଼ା,୧୩ା୬(ଡି.ଏନ୍‌.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର...

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
Next Post Next post:
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts