ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍ ପାରକର ତାଙ୍କର ଚିକିତ୍ସା କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ମେ’ରେ ୯୮ ବର୍ଷ ବୟସ୍କ ଦିଲ୍ଲୀପ୍ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା
ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ...
ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍ରତ୍: ବ୍ୟାଙ୍କ୍ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁ ଏବେ ଚର୍ଚ୍ଚାରେ ଅଛନ୍ତି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର ଗର୍ଭବତୀ...
ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା
ନୂଆଦିଲ୍ଲୀ, ୨ା୬: କୋଭିଡ୍ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...
ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର...
ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା
ମୁମ୍ବାଇ,୨।୬ : କୋଭିଡ୍-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ...
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...


