ଜୟପୁର,୬।୬: ପାଣି ଚୋରି ରୋକିବା ପାଇଁ ରାଜସ୍ଥାନର ହନୁମାନଗଡ଼ ଜିଲାରେ ପ୍ରଥମ ପୋଲିସ ଥାନା ପ୍ରତିଷ୍ଠା କରାଯିବ। ସ୍ଥାନୀୟ ଇନ୍ଦିରା ଗାନ୍ଧୀ କେନାଲରୁ ବାରମ୍ବାର ପାଣି ଚୋରି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପହରା ବ୍ୟବସ୍ଥା କରାଯାଇଛି। ପାଣି ଚୋରି ରୋକିବା ଲାଗି ୬୦ ଯବାନଙ୍କୁ ନିୟୋଜିତ କରାଯିବ। କେନାଲ ଅଞ୍ଚଳରେ ୧୨ଟି ନୂଆ ଥାନା ସ୍ଥାପନ କରାଯିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏନେଇ ମଞ୍ଜୁରୀ ମଧ୍ୟ ମିଳି ସାରିଛି। ବିକାନେର ରେଞ୍ଜ୍ରେ ସ୍ଥାପନ ହେବାକୁଥିବା ଥାନାରେ ଜଣେ ଇନସ୍ପେକ୍ଟର, ୫ ଜଣ ସବ୍ ଇନସ୍ପେକ୍ଟର, ୬ ଏଏସ୍ଆଇ, ୮ ହେଡ କନଷ୍ଟେବଳ, ୪୦ କନଷ୍ଟେବଳ କାର୍ଯ୍ୟ କରିବେ। ଗତ ୪ ବର୍ଷ ମଧ୍ୟରେ ହନୁମାନଗଡ଼ ଜିଲାରେ ୭୪ଟି ପାଣି ଚୋରି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ୨୮ଟି ଭିରାନି ପୋଲିସ ଥାନା ଅଞ୍ଚଳରେ ଘଟିଛି।
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ...
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି।...
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ...
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...
ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍…
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ଚୋକ୍ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ
ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...


