କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ ଗୋଟିଏ କଥାକୁ ନେଇ ସେ ଆଗପଛ ହେଉଥିଲେ। ହେଲେ କିଛି ଦିନ ପରେ ସେ ନେଇ ନିଜର ମାଇଣ୍ଡ ମେକଅପ କରି ନିଜର ସମ୍ମତି ପ୍ରଦାନ କରିଥିଲେ। କଥା କ’ଣ କି ଏଥିରେ ତାଙ୍କୁ ବିକିନି ପିନ୍ଧି ଶଟ୍ ଦେବାକୁ ପଡିବ, ତେଣୁ ସେ ନେଇ ଦୋଛକିରେ ପଡିଥିଲେ। ଏ ସମ୍ପର୍କରେ କିଆରା କହନ୍ତି, ‘ଏହି ଫିଲ୍ମରେ ମୋତେ ବିକିନି ପିନ୍ଧିବାକୁ ପଡିବ। ହେଲେ ତାହାର ସଂଯୋଗ କାହାଣୀ ସହ ରହିଛି। ସେପରି ଶଟ୍କୁ ନେଇ ମୋ ମନରେ ପ୍ରଥମେ ଟିକେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ହେଲେ ପରେ ନିଜକୁ ଏ ନେଇ ମୁଁ ବୁଝାଇ ଦେଇଥିଲି।’ ଏବେ କିଆରା ମାଳଦ୍ୱୀପରେ ଛୁଟି କଟାଉଛନ୍ତି। ସେଠାରେ ବିଭିନ୍ନ ଟୁରିଷ୍ଟ ସ୍ଥାନ ବୁଲିବା ସହ ଫଟୋ ଉଠାଇ ନିଜ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି।
ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍ଜନ ଅଭିନେତା
ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...
ବାଘ ଖୋଜୁଛନ୍ତି ବିଦ୍ୟା
ଚର୍ଚ୍ଚାରେ ଥିବା ବଲିଉଡ୍ ଫିଲ୍କ ‘ଶେର୍ନି’ର ଟ୍ରେଲର ରିଲିଜ ହୋଇଛି। ଏଥିରେ ବିଦ୍ୟା ବଲାନଙ୍କ ନୂଆ ଅବତାର ଦେଖିବାକୁ ତାଙ୍କ ଫ୍ୟାନ୍ ବେଶ୍ ଉତ୍ସାହିତ ଅଛନ୍ତି।...
ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ
ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍ କିଙ୍ଗ୍ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍ର ଶୁଟିଂବେଳେ ଶାହାରୁଖଙ୍କୁ...
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...
ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା
ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର...
ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…
ବମ୍ବେ: ବଲିଉଡ୍ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି...
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍ରେ ମନ ଦେଲେ କ୍ୟାଟ୍ରିନା
ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍ ସୁନ୍ଦରୀ କ୍ୟାଟ୍ରିନା କୈଫ୍। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍ନେସ୍କୁ ଫେରିଛନ୍ତି। କ୍ୟାଟ୍...
ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...


