E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…
3:18 pmJune 6, 2021

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି କରୁଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ରାଷ୍ଟ୍ରୀୟ କଳ୍ୟାଣକାରୀ ଯୋଜନାରୁ କୌଣସି ନାଗରିକଙ୍କୁ ବଞ୍ଚିତ କରାଯିବ ନାହିଁ। ତେବେ ଦିଲ୍ଲୀ ସରକାର ଅନ୍ୟ କୌଣସି ଯୋଜନା ମାଧ୍ୟମରେ ଘରେ ଘରେ ରାଶନ ବଣ୍ଟନ କରିପାରିବେ। ଏଥିରେ କେନ୍ଦ୍ରର କୌଣସି ଆପତ୍ତି ନାହିଁ। ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ଦିଲ୍ଲୀ ନିଜର କୋଟା ଅନୁସାରେ ୩୭,୪୦୦ ମେଟ୍ରିନ୍‌ ଟନ୍‌ ଖାଦ୍ୟଶସ୍ୟ ସଂଗ୍ରହ କରୁଛି। ଏହାର ୯୦ ପ୍ରତିଶତ ପର୍ଯ୍ୟନ୍ତ ଆବଣ୍ଟିତ କରାଯାଉଥିବା କେନ୍ଦ୍ର ସରକାର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ...

ଇସ୍ରୋ ଗୁପ୍ତଚର କେସ୍‌: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା

ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍‌ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋର୍ଟରେ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍‌ ଡାଉନ୍‌ ହୋଇଯାଇଛି। ଏଥିରେ ରେଡିଟ୍‌, ଟ୍ବିଚ୍‌ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍‌ର ଓ୍ବେବ୍‌ସାଇଟ୍‌...

ଏନ୍‌ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରଥମ ରୋଜଗାର ଟଙ୍କା ମେସ୍‌ ଖର୍ଚ୍ଚ କରିଥିଲି
Next Post Next post:
ବିଶ୍ୱାସ କରିପାରୁନାହାନ୍ତି ରଣବୀର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts