E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କ୍ରିକେଟର୍‌ ସବୁଠୁ ‘ମହଙ୍ଗା ନୋ ବଲ୍‌’ର କାହାଣୀ ଜାଣନ୍ତୁ
4:09 pmJune 6, 2021

୨୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନରେ ମହାନ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଇତିହାସ ସୃଷ୍ଟି କରିଥିଲେ। କାରିବିଆନ ତାରକା ଲାରା ପ୍ରଥମ ଶ୍ରେଣୀ କ୍ରିକେଟରେ ୫୦୧ ରନ ସ୍କୋର କରି ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ଆଜି ପର୍ଯ୍ୟନ୍ତ ଏହି ରେକର୍ଡ ଭାଙ୍ଗି ନାହିଁ। ତାଙ୍କ ଇନିଂସର ଦୁଇମାସ ପୂର୍ବରୁ ଲାରା ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ବିପକ୍ଷରେ ୩୭୫ ରନ ସଂଗ୍ରହ କରିଥିଲେ। ୬ ଜୁନ ୧୯୯୪ରେ, ବର୍ମିଂହାମରେ ଲାରା ଏହି ମହାନ ଇନିଂସ ଖେଳିଥିଲେ। ଲାରା କାଉଣ୍ଟି କ୍ରିକେଟରେ ଡରହମ ବିପକ୍ଷରେ ୱାର୍କସାୟାର୍‌ ପାଇଁ ଖେଳୁଥିଲେ। ୬୨ଟି ଚୌକା ଓ ୧୦ ଛକା ସହାୟତାରେ ଲାରା ମାତ୍ର ୪୨୭ ବଲରେ ୫୦୧ ରନ ସଂଗ୍ରହ କରିଥିଲେ।

ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଡରହମ ୮ ଉଇକେଟ ହରାଇ ୫୫୬ ରନ ସଂଗ୍ରହ କରିଥିଲା। ଏହା ପରେ ୱାର୍କସାୟାର୍‌ର ପ୍ରଥମ ଉଇକେଟ ମାତ୍ର ଆଠ ରନ ସ୍କୋରରେ ପଡିଥିଲା ଏବଂ ଲାରା ତିନି ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ସେତେବେଳେ କେବଳ ୨୫ ବର୍ଷୀୟ ଲାରା ଡରହମ ବୋଲରମାନଙ୍କୁ କୌଣସି ସୁଯୋଗ ଦେଇ ନ ଥିଲେ। ତେବେ ଭାଗ୍ୟ ମଧ୍ୟ ଏହି ମ୍ୟାଚରେ ଲାରାଙ୍କ ସହ ଥିଲା। ୧୨ ରନ୍‌ର ବ୍ୟକ୍ତିଗତ ସ୍କୋରରେ ଲାରା ନୋ ବଲରେ ବୋଲ୍ଡ ହୋଇଥିଲେ। ଏହା ପରେ ଲାରା ବୋଲରଙ୍କ ଉପରେ ଭାରୀ ପଡିଥିଲେ। ତେଣୁ ଏହା କ୍ରିକେଟର୍‌ର ମହଙ୍ଗା ନୋ’ ବଲ୍‌ କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ଏହାପରେ ଲାରା ୫୦୧ ରନ୍‌ର ପାଳି ଖେଲିଥିଲେ। ଯଦି ସେ ୧୨ ରନ୍‌ରେ ଆଉ ହୋଇଯାଇଥାନ୍ତେ ତେବେ ଏହି ରେକର୍ଡ ଆଜି ତାଙ୍କ ନାଁରେ ନ ଥାନ୍ତା।

ସେ ୧୯୫୯ ମସିହାରେ କାଏଦେ-ଏ-ଆଜମ ଟ୍ରଫିରେ ୪୯୯ ରନ ସ୍କୋର କରିଥିବା ମହାନ ପାକିସ୍ତାନ ବ୍ୟାଟ୍ସମ୍ୟାନ ହନିଫ ମହମ୍ମଦଙ୍କ ରେକର୍ଡ ଭାଙ୍ଗିଥିଲେ। ଟେଷ୍ଟ କ୍ରିକେଟରେ ଲାରା ଦୁଇଥର ୩୫୦ରୁ ଅଧିକ ରନ ସଂଗ୍ରହ କରିଛନ୍ତି। ଲାରାଙ୍କ ୩୭୫ ରନ ରେକର୍ଡ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ମାଥ୍ୟୁ ହେଡେନ ୩୮୦ ରନ ସ୍କୋର କରି ଭାଙ୍ଗିଛନ୍ତି। କିନ୍ତୁ ହେଡେନଙ୍କ ରେକର୍ଡ ଅଧିକ ସମୟ ପର୍ଯ୍ୟନ୍ତ ରହିପାରି ନଥିଲା। ଚାରିମାସ ପରେ ଲାରା ଇଂଲଣ୍ଡ ବିପକ୍ଷରେ ୪୦୦ ରନ ଇନିଂସ ସ୍କୋର କରିଥିଲେ।
ଲାରା ୱେଷ୍ଟଇଣ୍ଡିଜ ପାଇଁ ୧୩୩ ଟେଷ୍ଟ, ୨୯୯ ଟି ଏକଦିବସୀୟ ଖେଳିଥିଲେ। ଟେଷ୍ଟରେ ସେ ୩୪୬ ଶତକ ଏବଂ ୪୮ ଅର୍ଦ୍ଧଶତକ ସହ ୧୧୯୫୩ ରନ ସ୍କୋର କରିଥିଲେ। ସେ ଟେଷ୍ଟରେ କାରିବିଆନ ଦଳ ପାଇଁ ସର୍ବାଧିକ ରନ ସ୍କୋରର୍‌ ହୋଇଥିଲେ। ଏକଦିବସୀୟରେ ମଧ୍ୟ ସେ ୧୦୪୦୫ ରନ ସ୍କୋର କରିଥିଲେ। ସେ ଏହି ଫର୍ମାଟରେ ୧୯ ଶତକ ସ୍କୋର କରିଥିଲେ। ଆନ୍ତର୍ଜାତୀୟ କ୍ରିକେଟ ରେ ତାଙ୍କ ନାମରେ ୫୩ ଶତକ ଏବଂ ୨୨୩୫୮ ରନ ଅଛି।
ବ୍ରାଏନ ଲାରା ଏବଂ ହନିଫ ମହମ୍ମଦଙ୍କ ବ୍ୟତୀତ ଡନ ବ୍ରାଡମ୍ୟାନଙ୍କ ନାମ ପ୍ରଥମ ଶ୍ରେଣୀ କ୍ରିକେଟ ର ଶ୍ରେଷ୍ଠ ଚାରିଟି ଇନିଂସରେ ତିନି ନମ୍ବର ସ୍ଥାନରେ ରହିଛି, ଯିଏ କି ୧୯୩୦ ମସିହାରେ କୁଇନ୍ସଲ୍ୟାଣ୍ଡ ବିପକ୍ଷରେ ଅପରାଜିତ ୪୫୨ ସ୍କୋର କରିଥିଲେ। ବିବି ନିମ୍ବଲକର ନାମ ଚତୁର୍ଥ ନମ୍ବରରେ ଆସେ। ୧୯୪୮ ମସିହାରେ, ମହାରାଷ୍ଟ୍ର ପାଇଁ କାଠିଆଓ୍ବାଡ୍‌ ବିପକ୍ଷରେ ଖେଳୁଥିବାବେଳେ ନିମ୍ବଲକର ୪୩୩ ରନ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ: କିମ୍ସ ପ୍ରଫେସର ସୁଦୀପ ଭାରତୀୟ ପୁରୁଷ ହକି ଦଳର ଡାକ୍ତର

ଭୁବନେଶ୍ୱର, ୨୦।୬(କ୍ରୀଡ଼ା ପ୍ରତିନିଧି)- କିମ୍ସ ପ୍ରଫେସର ଡକ୍ଟର ସୁଦୀପ ଶତପଥୀ (ଫିଜିଓଲୋଜି ଆଣ୍ଡ ସ୍ପୋଟର୍‌ସ ମେଡିସିନ୍‌) ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳର...

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌...

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ...

ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ...

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌...

ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳି

ସିଡ୍‌ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍‌ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍‌ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବାପରେ ସୋମବାର ସେମାନେ...

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ...

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଲବାହୀ ଟ୍ରେନ୍‌ର ୩ ବଗି ଲାଇନ୍‌ଚ୍ୟୁତ
Next Post Next post:
ବିନା ସ୍ଲଟ୍‌ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍‌ ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts