E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ
5:16 pmJune 6, 2021

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା ଏବଂ ଏହା ପରେ ଉପରାଷ୍ଟ୍ରପତିଙ୍କ ସମେତ ବହୁ ଆରଏସଏସ ନେତାଙ୍କ ଆକାଉଣ୍ଟରୁ ବ୍ଲୁ-ଟିକ୍‌ ହଟାଇବାକୁ କେନ୍ଦ୍ର ଆପତ୍ତି କରିଥିଲା। ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ବିବାଦ ଉପରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀ ରବିବାର ଟୁଇଟ କରି କହିଛନ୍ତି, ମୋଦି ସରକାର ବ୍ଲୁ ଟିକ ପାଇଁ ଲଢୁଛନ୍ତି। ଯଦି ଆପଣ କୋଭିଡ ଟିକା ଚାହୁଁଛନ୍ତି ତେବେ ଆତ୍ମନିର୍ଭରଶୀଳ ହୁଅନ୍ତୁ! କରୋନା ଅବଧିରେ ରାହୁଲ ଗାନ୍ଧୀ କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ କ୍ରମାଗତ ଟାର୍ଗେଟ କରୁଛନ୍ତି। ଗତ ଶନିବାର ରାହୁଲ ଗାନ୍ଧୀ ଟିକା ପ୍ରସଙ୍ଗରେ କେନ୍ଦ୍ରକୁ ଘେରିଥିଲେ।

ब्लू टिक के लिए मोदी सरकार लड़ रही है-
कोविड टीका चाहिए तो आत्मनिर्भर बनो!#Priorities

— Rahul Gandhi (@RahulGandhi) June 6, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…

ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍‌ପି ସିଂହ ଓବରୟ। ଏହି ଯାତ୍ରା...

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

ଟିକା ଦିଅ, ଇଲିଶି ନିଅ

ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍‌ ଟିକା ଯୋଗାଇବାରେ...

ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୬, ୨୦୨୧)
Next Post Next post:
ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts