E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା
6:28 pmJune 6, 2021

କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ ଦଳକୁ ଫେରିବା ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରଦୀପ ବିଶ୍ୱାସ ଏବଂ ସୋନାଲି ଗୁହା ସାମିଲ ଅଛନ୍ତି। ସେ ମଧ୍ୟ ପ୍ରତ୍ୟକ୍ଷ ଏବଂ ପରୋକ୍ଷରେ ଟିଏମ୍‌ସି ଫେରିଯିବାକୁ ଚାହୁଁଛନ୍ତି। ଏବେ ହୁଗୁଳିର ଉତ୍ତରପଡାର ପୂର୍ବତନ ବିଧାୟକ ପ୍ରବୀର ଘୋଷାଲ ମଧ୍ୟ ଟିଏମ୍‌ସି ଫେରିଯିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।
ପ୍ରବୀର ଭାଜପା ଉପରେ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି, ନିକଟରେ ମୋର ମା’ଙ୍କର ଦେହାନ୍ତ ହୋଇଛି। ଟିଏମ୍‌ସି ଏମ୍‌ପି କଲ୍ୟାଣ ବନ୍ଦୋପାଧ୍ୟାୟ ଏବଂ ବିଧାୟକ କାଞ୍ଚନ ମଲିକ ମୋତେ ଫୋନ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସମବେଦନା ଜଣାଇଛନ୍ତି। କେବଳ ସ୍ଥାନୀୟ ଭାଜପା ନେତାମାନେ ଦୁଃଖ ପ୍ରକାଶ କରିଛନ୍ତି। ଏଥିରେ ମୁଁ ଟିକିଏ ନିରାଶ ଅନୁଭବ କରୁଛି ବୋଲି ସେ କହିଛନ୍ତି। ନିକଟରେ ଏକ ଫେସ୍‌ବୁକ ପୋଷ୍ଟରେ ଭାଜପା ଜାତୀୟ ଉପାଧ୍ୟକ୍ଷ ମୁକୁଲ ରୟଙ୍କ ପୁଅ ଶୁଭ୍ରାଂଶୁ ରୟ ମଧ୍ୟ ମମତା ବାନାର୍ଜୀଙ୍କୁ ଆବଶ୍ୟକ ସମୟରେ ତାଙ୍କ ପରିବାର ପାଖରେ ପହଞ୍ଚିଥିବାରୁ ଧନ୍ୟବାଦ ଜଣାଇଛନ୍ତି। ଟିଏମ୍‌ସିର ଶୀର୍ଷ ସୂତ୍ରରୁ ଜଣାପଡିଛି ଯେ, ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିବା କିଛି ନେତା ପୁଣି ଟିଏମ୍‌ସିରେ ଯୋଗଦେବାକୁ ଚାହୁଁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଗରିବଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...

ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…

ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭୁଲ୍‌ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
Next Post Next post:
ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts