E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ସୋମବାରଠୁ ଲାଗି ରହିବ ବର୍ଷା
7:06 pmJune 6, 2021

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।

ଜୁନ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ସେହିପରି ଜୁନ ୮ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରି ସତର୍କ କରିଦିଆଯାଇଛି।

ଅନ୍ୟପକ୍ଷେ ଟ୍ରପଲାଇନ ପ୍ରଭାବରେ କାଳବୈଶାଖି ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ରାଜ୍ୟରେ ପ୍ରାକ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ...

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...

କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ
Next Post Next post:
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts