E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ
6:42 pmJune 6, 2021

ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ ଉଠାଇ ନେଇଥିଲା ଚିତାବାଘ। ଏଭଳି ଘଟଣା ଘଟିଛି ଜମ୍ମୁ-କଶ୍ମୀରର ବୁଦଗମ ଜିଲାରେ ଓମ ପୁରା ଅଞ୍ଚଳରେ।

ଜୁନ ୩ ତାରିଖରେ ଅଲି(୭)ର ଜନ୍ମଦିନ ପାଇଁ ପହଞ୍ଚିଥିଲା ଆଦା। ଡ୍ରେସ ପିନ୍ଧିବା ପରେ ହାତରେ କଣ୍ଡେଇ ଧରି ବଗିଚାରେ ଚା’ ପିଉ ଥିବା ଅଜାଙ୍କୁ ଡାକିବା ପାଇଁ ଯାଇଥିଲା। କିଛି ମିନିଟ୍‌ ଅଦା ଉପରେ ଆକ୍ରମଣ କରିଥିଲା ଚିତାବାଘ। ଝିଅର ଚିତ୍କାର ଶୁଣି ପରିବାର ସଦସ୍ୟ ଦୌଡ଼ିଆସିଥିଲେ। ପଡ଼ୋଶୀ, ଜଙ୍ଗଲ ଅଧିକାରୀଙ୍କ ଖୋଜାଖୋଜି କରିବା ପରେ ମିଳିଥିଲା ରକ୍ତ ଭିଜା କଣ୍ଡେଇ। ଏହାର ପରଦିନ କୁନି ଝିଅର ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣା ଯୋଗୁ କିଛି ଜଙ୍ଗଲ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ...

ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି

ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ...

ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ

ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍‌...

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ

ନୂଆଦିଲ୍ଲୀ, ୩।୬(ଆଇଏଏନ୍‌ଏସ୍‌): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍‌ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ।...

ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ

ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...

ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌

ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍‌ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍‌। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା
Next Post Next post:
ସୋମବାରଠୁ ଲାଗି ରହିବ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts