E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା
9:15 pmJune 6, 2021

ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍‌-୧୯ ଟିକା କରୋନାଭାକ୍‌କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ ସିନୋଭାକ୍‌ର ଅଧ୍ୟକ୍ଷ ୟିନ୍‌ ଓ୍ବେଇଡଙ୍ଗ ଏହି ସୂଚନା ଦେଇଛନ୍ତି। ସିନୋଭାକ୍‌ର ଏହି ଟିକା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଶେଷ କରିଛି। ବୟସ୍କମାନଙ୍କ ଲାଗି ଟିକା ନିରାପଦ ଓ ପ୍ରଭାବୀ ବୋଲି ୟିନ୍‌ କହିଛନ୍ତି। ଚାଇନାର ଦ୍ୱିତୀୟ ଟିକା ଭାବେ ସିନୋଭାକ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଗତ ୧ ତାରିଖରେ ଅନୁମୋଦନ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍‌ର...

ଜି ୭କୁ ଚାଇନାର ଉପହାସ

କାର୍ବିସ୍‌ ବେ (ଇଂଲଣ୍ଡ), ୧୪।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ କୋଣଠେସା କରିବା ପାଇଁ ୭ ଧନୀ ରାଷ୍ଟ୍ର ବ୍ରିଟେନ୍‌ରେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ସେମାନଙ୍କୁ...

ଆମେରିକା କଥା ଶୁଣି ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ଓ୍ବାଶିଂଟନ,୨୬ା୬: ଚାଇନା ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଆମେରିକାର ଏକ ବିବୃତ୍ତି ନିଶ୍ଚିତ ଭାବରେ ପାକିସ୍ତାନ ଏବଂ ଚାଇନାର ମନକୁ ଅଶାନ୍ତ କରିବ।...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ...

ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...

ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌

ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍‌ ବୁଲେଟ ଟ୍ରେନ୍‌ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ
Next Post Next post:
ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts