ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି ଭୋଜି ନ ଦେଇ ଗରିବ ଅସହାୟ, ବୃଦ୍ଧାଶ୍ରମ ଏବଂ ବିଭିନ୍ନ ମନ୍ଦିର ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିଙ୍କୁ ଶୁଖିଲା ଖାଦ୍ୟ ପୁଡିଆ ସହ ବସ୍ତ୍ର ବଣ୍ଟନ କରିଛନ୍ତି। ସେମାନଙ୍କୁ ଆର୍ଥତ୍କ ସହାୟତା କରି ଏକ ନିଆରା ପରମ୍ପରା ସୃଷ୍ଟି କରିଛନ୍ତି। ଲକ୍ ଡାଉନ୍ ସମୟରେ ସରକାର କଟକଣା ଲଗାଇଥିବାରୁ ତାହାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନେଇଥିବା ସଞ୍ଜୟ କହିଛନ୍ତି। ସଞ୍ଜୟଙ୍କ ମା’ଙ୍କ ଗତ ୨୫ରେ ପରଲୋକ ହୋଇଥିଲା।
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ View All
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...
୧୭ ଜିଲାରେ ଆରମ୍ଭ ହେବ ଡିଏଲ୍ ଟେଷ୍ଟ୍
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍ଡାଉନ୍ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍ଟିଓ ପକ୍ଷରୁ...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...
ଅନ୍ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ
ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନରେ ଦାବି...
ଭଙ୍ଗାଗଲା ମନ୍ଦିର, ପାଚେରି
କଟକ ଅଫିସ,୫।୬: କଟକ ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର...
ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...


