କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍-୧୯ ଭାକ୍ସିନ ପ୍ରମାଣପତ୍ରରେ ପୂର୍ବରୁ ଥିବା ମୋଦିଙ୍କ ଫଟୋକୁ ହଟାଇ ମମତା ନିଜ ଫଟୋ ଛାପିଛନ୍ତି। ଡୋଜ୍ ନେବା ପରେ ହିତାଧିକାରୀଙ୍କୁ ମିଳିବାକୁ ଥିବା ସାର୍ଟିଫିକେଟରେ ମମତାଙ୍କ ଫଟୋ ଦେଖି ଭାଜପା କହିଛି, ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନ ଦେବା ଜାଣିନାହାନ୍ତି। ତୃଣମୂଳ କଂଗ୍ରେସର ଯୁକ୍ତି ହେଉଛି କେବଳ ୧୮-୪୪ ବର୍ଷୀୟ ବ୍ୟକ୍ତିଙ୍କୁ ଦିଆଯିବାକୁ ଥିବା ଟିକା ପ୍ରମାଣପତ୍ରରେ ମମତାଙ୍କ ଫଟୋ ରହିବ। ଏହି ଟିକା ପଶ୍ଚିମବଙ୍ଗ ସରକାର ନିଜସ୍ବ ପାଣ୍ଠିରୁ କିଣୁଛନ୍ତି।
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
କୋଭିଶିଲ୍ଡ୍ ଡୋଜ୍ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...
କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…
ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ...
ସେପ୍ଟେମ୍ବରରେ ନୋଭାଭାକ୍ସ
ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...
ପୁରୁଣା ଏକ ଟଙ୍କିଆ ନୋଟ୍ କରିବ ଲକ୍ଷପତି, ଅନ୍ଲାଇନ୍ ବିକ୍ରି ସୁଯୋଗ …
ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍ଲାଇନ୍ରେ ଏଭଳି ପୁରୁଣା ନୋଟ୍ ଏବଂ କଏନ୍...
କେକ୍-ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି: ଏନ୍ସିବିର ତନାଘନା…
ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ...


