E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା
11:10 pmJune 6, 2021

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌)ର ଇଣ୍ଟେଲେକଚୁଆଲ ବିଭାଗର ସଭାପତି ରାଜେଶ ଶ୍ରୀବାସ୍ତବ।

ରାଧିକା ରମଣଙ୍କ ଅଧ୍ୟକ୍ଷତାରେ ବିହାର ନିର୍ବାଚନ ସେଲ୍‌ ଦ୍ୱାରା ରବିବାର ଆୟୋଜିତ ଭର୍ଚୁଆଲ ଆଲୋଚନାରେ ସେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି। ପଶ୍ଚିମବଙ୍ଗ ନିର୍ବାଚନ ପରେ ରାଜ୍ୟରେ ଦେଖାଦେଇଥିବା ହିଂସା ଓ ଗଣତନ୍ତ୍ର ପ୍ରତି ସୃଷ୍ଟି ହୋଇଥିବା ବିପଦ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ମମତା ବାନାର୍ଜୀ ଓ କେତେଜଣ ଉଗ୍ର ଚିନ୍ତାଧାରାର ନେତା ମୁସଲମାନ ସମ୍ପ୍ରଦାୟକୁ ଏକାଠି କରି ହିନ୍ଦୁମାନଙ୍କ ବିରୋଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେମାନଙ୍କ ଷଡଯନ୍ତ୍ରକୁ ବିଫଳ କରିବାକୁ ପଡ଼ିବ ବୋଲି ଶ୍ରୀବାସ୍ତବ କହିଥିଲେ।

ଆମେ ସନ୍ତୋଷଜନକ ପ୍ରଦର୍ଶନ କରିଛୁ। ପୂର୍ବ ଥର ୩ ଆଶନରୁ ପଶ୍ଚିମବଙ୍ଗରେ ଆମେ ୭୭ରେ ପହଞ୍ଚିଛୁ, ଯାହାକି ସହଜ ନୁହେଁ ବୋଲି ଭାଜପାର ଏମ୍‌ଏଲ୍‌ସି ଓ ବିହାରର ସାଧାରଣ ସମ୍ପାଦକ ଦେବଶ କୁମାର କହିଛନ୍ତି। ମହିଳା ଓ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ମମତା ବାନାର୍ଜୀ ଘୋଷଣା କରିଥିବା ଯୋଜନା ନିର୍ବାଚନ ଫଳାଫଳ ଉପରେ ପ୍ରଭାବ ପକାଇଥିବା ସେ ସ୍ବୀକାର କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କୋଭିଡ୍‌ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ

ନୂଆଦିଲ୍ଲୀ, ୧୨।୬(ଆଇଏଏନ୍‌ଏସ୍‌): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...

ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ...

‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’

ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍‌ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ
Next Post Next post:
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts