ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍ ଲିଲି ଡାଏନା ମାଉଣ୍ଟବାଟେନ-ଓ୍ବିଣ୍ଡସର। ରାଣୀଙ୍କ ଡାକନାମ ଅନୁଯାୟୀ ଝିଅର ପ୍ରଥମ ନାମ ଲିଲିବେଟ୍ ରଖାଯାଇଥିବା ପ୍ରିନ୍ସ ହ୍ୟାରି ଓ ମେଘାନଙ୍କ ମୁଖପାତ୍ର କହିଛନ୍ତି। ସେହିପରି ମଧ୍ୟମ ନାମ ହ୍ୟାରିଙ୍କ ମାଆଙ୍କ ସମ୍ମାନରେ ରଖାଯାଇଛି। ସୂଚନାଯୋଗ୍ୟ ବ୍ରିଟେନର ଏହି ରୟାଲ ଯୋଡ଼ି ରାଜକୀୟ କାର୍ଯ୍ୟରୁ ଦୂରେଇ ରହିବା ସହ ଗତ ମାର୍ଚ୍ଚରେ ଅପ୍ରାହ ଓ୍ବିନଫ୍ରେଙ୍କୁ ବିସ୍ଫୋରକ ଟିଭି ସାକ୍ଷାତକାର ଦେଇଥିଲେ।
Posted inଅନ୍ତର୍ଜାତୀୟ View All
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍: ପୁଣି ଦିଆଯିବ ଡୋଜ୍…
ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...
ଏଲିଜାବେଥ୍ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ...
ଶାରଳା ଆମେରିକାରେ ବିଚାରପତି
ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କନେକ୍ଟିକଟ୍ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍ ଜିଲାର ଆମେରିକା...
ମିଳିଲା ତୃତୀୟ ବୃହତ୍ ହୀରା
ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା...
ଭାରତ- ଇଣ୍ଟରନେଟ୍ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ...
ସ୍ପେସ୍ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…
ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ...
ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍: ଆଇସିଇଆର୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍ମାନେ ୟୁଏଫ୍ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...
ଆତଙ୍କବାଦୀ ହାଫିଜ୍ ସୟିଦ୍ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ
ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...


