କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍ଙ୍କୁ ବିବାହ କରିଛନ୍ତି। ଏପରି ଅନେକ କଳାକାର ଅଛନ୍ତି ଯିଏ କି କ୍ରିକେଟ୍ରଙ୍କ ସହ ସମ୍ପର୍କରେ ଥିଲେ କିନ୍ତୁ ପରବର୍ତ୍ତୀ ମୁହୂର୍ତ୍ତରେ ସେମାନଙ୍କର ବ୍ରେକ୍ଅପ୍ ହୋଇଯାଇଛି। ଏପରି ଏକ ଯୋଡି ହେଉଛନ୍ତି ଦୀପିକା ପାଦୁକୋନ ଏବଂ ଯୁବରାଜ ସିଂ। ଏହି ଦୁଇଜଣ ପରସ୍ପରକୁ ଖୁବ କମ ସମୟ ପାଇଁ ପରସ୍ପରକୁ ଡେଟ କରିଥିଲେ। ଯୁବରାଜ ସିଂ ଏବଂ ଦୀପିକା ପାଦୁକୋନ ପ୍ରଥମେ ୨୦୦୭ ଟି -୨୦ ବିଶ୍ୱକପ ପରେ ସାକ୍ଷାତ ହୋଇଥିଲେ। ପ୍ରଥମ ସାକ୍ଷାତ ପରେ ଦୁହେଁ ଭଲ ବନ୍ଧୁ ହେଲେ। ଉଭୟ ପ୍ରାୟତଃ ଡେଟରେ ଯାଉଥିବାର ଦେଖାଯାଉଥିଲା। ଦୀପିକା ପାଦୁକୋନ ପ୍ରେମିକ ଯୁବରାଜ ସିଂଙ୍କ ପାଇଁ ଏକ ବଡ଼ ପାର୍ଟିର ଆୟୋଜନ କରିଥିଲେ। ଅନେକ ଗୁଜବ ଥିଲା ଯେ ଦୀପିକା ଯୁବରାଜ ସିଂଙ୍କ ସ୍ବଭାବ ଦେଖି ତାଙ୍କ ସହ ସମ୍ପର୍କ ଭାଙ୍ଗିବାକୁ ନିଷ୍ପତ୍ତି ନେଇଥିଲେ। ତେବେ କିଛି ସମୟ ପରେ ଯୁବରାଜ ସିଂ ଏକ ସାକ୍ଷାତକାରରେ ଦୀପିକା ପାଦୁକୋନଙ୍କ ସହ ତାଙ୍କର ବ୍ରେକଅପ ବିଷୟରେ କହିଥିଲେ। ସେ କହିଥିଲେ ଯେ, ଆମେ ପରସ୍ପରକୁ ପସନ୍ଦ କରୁଥିଲୁ ଏବଂ ଅଧିକ ଜାଣିବାକୁ ଚାହୁଁଥିଲୁ। କିନ୍ତୁ ଆମେ ପରସ୍ପରକୁ ଜାଣିବା ପାଇଁ ସମୟ ବିତାଇ ନାହୁଁ। ବ୍ରେକ୍ଅପ୍ ପରେ ପରେ ସେ ଆଗକୁ ବଢିଥିଲେ। ଯୁବରାଜ ସିଂଙ୍କ ସହ ବ୍ରେକଅପ ହେବା ପରେ ଦୀପିକା ପାଦୁକୋନ ଆଗକୁ ବଢିିଥିଲେ ଏବଂ ସେହି ସମୟରେ ରଣବୀର କପୁରଙ୍କ ସହ ସମ୍ପର୍କ ଥିବା ନେଇ ଗୁଜବ ପ୍ରଚାରିତ ହୋଇଥିଲା।
ହନିମୁନ୍ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼
ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି...
ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…
ବମ୍ବେ: ବଲିଉଡ୍ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି...
ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍ ପ୍ରତିଶ୍ରୁତି ପାଇଲେ ନେହା କକ୍କର
ବଲିଉଡ୍ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ...
ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…
ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...
ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…
ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...
ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…
ବମ୍ବେ: ସ୍ବାମୀ ଅରବାଜ ଖାନ୍ଙ୍କଠାରୁ ଅଲଗା ହେବା ପରେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଛନ୍ତି ମଲାଇକା ଅରୋରା। ବେଶ କିଛି ଦିନ ସେ ନିଜ...
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...
ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…
ମୁମ୍ବାଇ,୨୨।୬: ବଲିଉଡ୍ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ...


