E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ
8:58 amJune 7, 2021

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର ଜିଡାନସେକ ରବିବାର ଅନୁଷ୍ଠିତ ୪ର୍ଥ ରାଉଣ୍ଡରେ ରୋମାନିଆର ସୋରାନା କ୍ରିଷ୍ଟିଆଙ୍କୁ ୭-୬ (୭/୪), ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ସ୍ପେନର ବଦୋସା ଚତୁର୍ଥ ରାଉଣ୍ଡରେ ୬-୪, ୩-୬, ୬-୨ ସେଟ୍‌ରେ ମାର୍କେଟା ଭୋନ୍ଦ୍ରୋସୋଭାଙ୍କୁ ହରାଇ ଦେଇଛନ୍ତି। ସ୍ଲୋଭାନିଆର ପ୍ରଥମ ମହିଳା ଟେନିସ ଖେଳାଳି ଭାବେ ଜିଡାନସେକ କୌଣସି ବଡ଼ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି। ଏହି ଟୁର୍ନାମେଣ୍ଟ ପୂର୍ବରୁ ୨୩ ବର୍ଷୀୟ ଜିଡାନସେକ୍‌ କେବେହେଲେ ଟପ୍‌-୧୦ ର଼୍ୟାଙ୍କପ୍ରାପ୍ତ କୌଣସି ଖେଳାଳିଙ୍କୁ ମଧ୍ୟ ହରାଇ ନ ଥିଲେ। ଶ୍ରେଷ୍ଠ ପ୍ରଦର୍ଶନ ସ୍ବରୂପ ସେ ଥରେ ଲେଖାଏ ଅଷ୍ଟ୍ରେଲିଆନ ଓ ଓ୍ବିମ୍ବେଲଡନ ଓପନର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଥିଲେ। ୨ ଥର ସେ ପ୍ରେଞ୍ଚ୍‌ ଓପନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ପୂର୍ବରୁ ସ୍ଲୋଭାନିଆର ଶ୍ରେଷ୍ଠ ପ୍ରଦର୍ଶନକାରୀ ମହିଳା ଖେଳାଳି ଭାବେ କାଟାରିନା ସ୍ରେବୋନିକ୍‌ ଫ୍ରେଞ୍ଚ୍‌ ଓପନ ଏବଂ ୟୁଏସ୍‌ ଓପନର ୪ର୍ଥ ରାଉଣ୍ଡ ପର୍ଯ୍ୟନ୍ତ ପ୍ରବେଶ କରିଥିଲେ।
ଆଜାରେଙ୍କାଙ୍କ ଅଭିଯାନ ଶେଷ
ରୁଷିଆର ଆନାସ୍ତାସିଆ ପାଭ୍‌ଲ୍ୟୁଚେଙ୍କୋଭା ଗତ ୧୦ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ରୋଲାଣ୍ଡ ଗାରୋସ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୩୧ ବର୍ଷୀୟ ଏହି ରୁଷୀୟ ଖେଳାଳି ୪ର୍ଥ ରାଉଣ୍ଡରେ ୨୦୧୩ ସେମିଫାଇନାଲିଷ୍ଟ ଭିକ୍ଟୋରିଆ ଆଜାରେଙ୍କାଙ୍କୁ ୫-୭, ୬-୩, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବରୁ ୨୦୧୧ରେ ପାଭ୍‌ଲ୍ୟୁଚେଙ୍କୋଭା ଥରେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ପରାଜିତ ହୋଇଥିଲେ। ସେ ଥରେ ଲେଖାଏ ଅଷ୍ଟ୍ରେଲିଆନ ଓପନ ଏବଂ ଓ୍ବିମ୍ବେଲଡନର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ ହେଁ କେବେ ସେମିଫାଇନାଲରେ ପ୍ରବେଶ କରିବାର ସୌଭାଗ୍ୟ ହାସଲ କରିନାହାନ୍ତି।

 

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’

ମୁମ୍ବାଇ, ୩।୬(ପି.ଟି.)-  ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍‌ଘାଟନୀ ସଂସ୍କରଣର ଫାଇନାଲ ୧...

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଚତୁର୍ଥ ରାଉଣ୍ଡରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ୍‌,୬।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶନିବାର ସପ୍ତମ ଦିବସରେ ପ୍ରବେଶ କରିଛି। ପୁରୁଷ ସିଙ୍ଗଲ୍ସରେ ଟପ୍‌ସିଡ୍‌ ସର୍ବିୟାର ନୋଭାକ ଜୋକୋଭିଚ୍‌, ତୃତୀୟ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ...

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ
Next Post Next post:
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts