ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ ହୋଇଛି। କୋଭିଡ୍ ମାମଲା କମିବା ଏବଂ କର୍ପୋରେଟଗୁଡିକର ଲାଭ ଉନ୍ନତ ହେବା ଯୋଗୁ ଏହି ବର୍ଗରେ ନିବେଶକଙ୍କ ମନୋଭାବ ସକାରାତ୍ମକ ରହିଛି। ମେ ମାସରେ ଏହି ନିବେଶକମାନେ ୨୯୫୪ କୋଟି ଏବଂ ଏପ୍ରିଲରେ ୯୬୫୯ କୋଟି ଟଙ୍କାର ନେଟ ଉଠାଣ କରିଥିଲେ ବୋଲି ଡିପୋଜିଟୋରୀ ଡାଟାରୁ ସାମ୍ନାକୁ ଆସିଛି। ଜୁନ୍ ପହିଲାରୁ ୪ ତାରିଖ ଯାଏ ଏଫ୍ପିଆଇ ମୋଟ ୭୯୬୮ କୋଟି ନିବେଶ କରିଛନ୍ତି।
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍ଡିଆଇ ସୀମା ବଢ଼ିପାରେ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମ ପ୍ରତିବନ୍ଧକ...
ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି
ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ।...
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ
ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...
ଜୁନ୍ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)...
ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ
ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...
କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍
ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍ ବିଲ୍ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର...


