E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି
11:30 amJune 7, 2021

ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍‌ ଓ ଆମାଜନ ଭଳି ବହୁ ଦେଶୀୟ କମ୍ପାନୀଗୁଡିକ ଉପରେ ଟିକସ ଲାଗୁ କରିବା ଲାଗି ଉକ୍ତ ବୈଠକରେ ଏକ ଐତିହାସିକ ଚୁକ୍ତି ନେଇ ଜି-୭ ରାଷ୍ଟ୍ର ସମୂହ ସହମତି ପ୍ରକାଶ କରିଛନ୍ତି। ଫଳରେ ବହୁ ଦେଶୀୟ କମ୍ପାନୀଗୁଡିକ ଅନ୍ତତଃ ପକ୍ଷେ ୧୫% ଅନ୍ତଃରାଷ୍ଟ୍ରୀୟ କର୍ପୋରେଟ ଟିକସ ଦେବାକୁ ପଡିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଉକ୍ତ ବୈଠକରେ ବ୍ରିଟେନର ଅର୍ଥମନ୍ତ୍ରୀ ଋଷି ସୁନକ ଅଧ୍ୟକ୍ଷତା କରି ବିଭିନ୍ନ ବିଷୟ ଉପରେ ମତାମତ ଲୋଡିଥିଲେ। ଏହାଦ୍ୱାରା ସରକାରୀ ରାଜକୋଷକୁ ଆବଶ୍ୟକ ପରିମାଣର ଟିକସ ଆସିବ। ଫଳରେ ଦେଶଗୁଡିକ ଏହାଦ୍ୱାରା ଲାଭବାନ ହୋଇପାରିବେ ବୋଲି ବୈଠକରେ ଆଲୋଚନା ହୋଇଥିଲା। ଏହି ସର୍ବନିମ୍ନ କର୍ପୋରେଟ ଟିକସକୁ ନେଇ ଆସନ୍ତା ମାସରେ ଏକ ଐତିହାସିକ ରାଜିନାମା ହୋଇପାରେ। ଏହି ନିଷ୍ପତ୍ତି ଫଳରେ ଭାରତ ଲାଭବାନ ହେବ ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ସେମାନଙ୍କ କହିବା କଥା ବହୁଦେଶୀୟ କମ୍ପାନୀଗୁଡ଼ିକ ୧୫% ଟିକସ ପ୍ରଦାନ କଲେ ଦେଶର ବିକାଶ କାର୍ଯ୍ୟରେ ତାହା ବିନଯୋଗ ହୋଇପାରିବ।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଏନ୍‌ଟିପିସି ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର: ଦେଶର ଅଗ୍ରଣୀ ନବରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି)କୁ ପ୍ରଥମ ଥର ପାଇଁ ୨୦୨୧-ରାଷ୍ଟ୍ର ନିର୍ମାତାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ନିଯୁକ୍ତିଦାତାର ସମ୍ମାନ ମିଳିଛି।...

୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

ନୂଆଦିଲ୍ଲୀ:  ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩%...

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...

ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...

ଜୁନ୍‌ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)...

୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଫ୍‌ପିଆଇଙ୍କ ନିବେଶ ୮ ହଜାର କୋଟି
Next Post Next post:
ପ୍ରଭାବିତ ହେବନି କୃଷି କ୍ଷେତ୍ର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts