ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ ସୃଷ୍ଟି ହୋଇଛି। କୌଣସି ଗୁଜବ ଉପରେ ବିଶ୍ୱାସ ନ କରିବାକୁ ଟେଲିକମ୍ ଶିଳ୍ପ ସଂଘ ସେଲ୍ୟୁଲାର ଅପରେଟର୍ସ ଆସୋସିଏଶନ ଅଫ୍ ଇଣ୍ଡିଆ (ସିଓଏଆଇ) ପକ୍ଷରୁ ଲୋକମାନଙ୍କୁ ନିବେଦନ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ୫ଜିକୁ ନେଇ ସବୁ ପ୍ରକାରର ପରୀକ୍ଷା ନିରୀକ୍ଷା କରାଯାଇଛି। ଏହା ଲୋକଙ୍କୁ କୌଣସି କ୍ଷତି ପହଞ୍ଚାଇବ ନାହିଁ। ୫ଜି ଟେକ୍ନୋଲୋଜି ଆସିଲେ ଏହା ଗେମ୍ ଚେଞ୍ଜର ସାବ୍ୟସ୍ତ ହେବ।
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ
ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...
ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ
ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାଓ୍ବାର ଲିମିଟେଡ୍ (ଓସିପିଏଲ୍) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍...
ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ...
ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି
ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ।...
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍ଡିଆଇ ସୀମା ବଢ଼ିପାରେ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମ ପ୍ରତିବନ୍ଧକ...
ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି
ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍ ଓ ଆମାଜନ...
ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି
ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...
୧୩୪ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...


