ଅଭିନେତ୍ରୀ ତାର୍ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା ତାରଲା ଯୋଶୀଙ୍କର ମୃତ୍ୟୁ ବିଷୟରେ ଅଭିନେତ୍ରୀ ନିଆ ଶର୍ମା ସୋସିଆଲ ମିଡିଆ ଜରିଆରେ ତାଙ୍କ ସୂଚନା ଦେଇଥିଲେ। ଅଭିନେତ୍ରୀ ତାରଲା ଏକ ହଜାରୋଁ ମେଁ ମେରୀ ବେହନା ହୈରେ ବି.ଜି. ଭୂମିକାରେ ଅଭିନୟ କରିଥିଲେ। ତାଙ୍କ ମୃତ୍ୟୁ ଯୋଗୁ ଟିଭି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଟିଭି ସେଲିବ୍ରିଟିମାନେ ଟୁଇଟ୍ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି।
କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...
ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍
ଟିଭି କ୍ୱିନ୍ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ...
ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା
ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍ରେ ଆସି ଅନେକ ଭଲ ତାରକା ମଧ୍ୟ...
ଏହି ଫିଲ୍ମର ଶେଟ୍ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍; ଏବେ…
ବମ୍ବେ: ସବୁକିଛି ତ ଠିକ୍ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍ ମେହେରା ଗିରଫ...
୨ ଫ୍ଲାଟ୍, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍; ମୋଟ ସମ୍ପତ୍ତି ଜାଣିଲେ…
ବମ୍ବେ: ବଲିଉଡ୍ର ଡ୍ରାମା କୁଇନ୍ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ...
ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ
୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍...
୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…
ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...
୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ
ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ।...


