E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …
2:12 pmJune 7, 2021

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ନୂଆ ଆଇନ ଜାରି କରିଛନ୍ତି। ଏଭଳି କରୁଥିବା ଅଭିଯୋଗ ଅରାଯାଇଥିବା ବ୍ୟକ୍ତି ବିଶେଷଙ୍କୁ ମୃତ୍ୟୁ ଦଣ୍ଡାଦେଶ କରାଯିବ ବୋଲି କିମ୍‌ଙ୍କ ସରକାର କହିଛନ୍ତି। ଦେଶରେ ବିଦେଶୀ ପ୍ରଭାବ ଲୋପ କରିବା ଲାଗି ସେ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ସେହିପରି କେହି ବିଦେଶୀ ଖାଦ୍ୟ ଅବା ପାନୀୟ ମଧ୍ୟ ଗ୍ରହଣ କରିବାକୁ କିମ୍‌ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଜଣେ ବ୍ୟକ୍ତି ଦକ୍ଷିଣ କୋରିଆ ଫିଲ୍ମ ଦେଖୁଥିବା ଅବସ୍ଥାରେ ଧରାପଡ଼ିଥିଲେ। ତାଙ୍କୁ ତତ୍‌କ୍ଷଣାତ୍‌ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ନୂଆ ଆଇନରେ ଅଭିଯୁକ୍ତଙ୍କ ଦୋଷ ସାବ୍ୟସ୍ତ ହେଲେ ଜେଲ୍‌ ଦଣ୍ଡ, ଜରିମାନାଠାରୁ ଆରମ୍ଭ କରି ଗୁଳି କରି ହତ୍ୟାର ପ୍ରାବଧାନ ରହିଛି। ଅଶ୍ଳୀଳ ଭିଡ଼ିଓ ଦେଖିଲେ ମଧ୍ୟ ଦଣ୍ଡାଦେଶ କରାଯିବ। ସେହିପରି ଆମେରିକା ,ଜାପାନ ଅବା ଦକ୍ଷିଣ କୋରିଆର ମିଡ଼ିଆ ସାମଗ୍ରୀ ରଖିଥିବା ବ୍ୟକ୍ତିିଙ୍କ ପ୍ରତି କଠୋର ଦଣ୍ଡବିଧାନ କରାଯିବ। ଏହାର ଅବମାନନା କଲେ ଏହାକୁ ରାଜଦ୍ରୋହ କୁହାଯିବ ବୋଲି କିମ୍‌ଙ୍କ ସରକାର କହିଛନ୍ତି।

 

 


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ

ଷ୍ଟକ୍‌ହୋମ୍‌, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ...

ଦୁର୍ଭିକ୍ଷ ଆଁରେ ଇଥିଓପିଆ

ଆଡିସ୍‌ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ...

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ...

ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …

ଲା ପାଜ୍‌,୧୦।୬: ସଂସଦରେ ମୁଥ ମରାମରି ହେବା ସହିତ କେଶ ଟଣାଟଣି ହେବା ଭଳି ଅପ୍ରୀତିକର ଘଟଣା ଘଟିଛି। ଏଭଳି ବଲିଭିଆ ସଂସଦରେ ହୋଇଛି। ପୂର୍ବ...

୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା...

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌
Next Post Next post:
ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts