ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହର ଜିଲାରୁ ୪୪ ଜଣଙ୍କ ଜୀବନ ନେଲାଣି । ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୨୯୨ ଜଣଙ୍କ ପ୍ରାଣ ଯାଇଛି। ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଜିଲାରେ କମି ଆସୁଥିବାବେଳେ ମୃତ୍ୟୁକୁ ନେଇ ଚିନ୍ତା ବଢୁଛି। ଜିଲାରେ ସୋମବାର ଆଉ ୯୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ମଣ୍ଡିକୁ ଧାନ ଆସି ଫେରିଲା
ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...
ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍ କଲା ପ୍ରଶାସନ
ବାଲିଗୁଡ଼ା,୯ା୬(ଡି.ଏନ୍.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍ଡାଉନ୍ ଶଟ୍ଡାଉନ୍ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ...
କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ
କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...
ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ
ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...


