E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦେଶର ସମସ୍ତଙ୍କୁ ମାଗଣା ଟିକା
6:13 pmJune 7, 2021

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ ମାଗଣାରେ ଟିକା ଯୋଗାଇ ଦେବାକୁ କହିଛନ୍ତି। ପୂର୍ବରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କେନ୍ଦ୍ର ସରକାର ମାଗଣାରେ ଟିକା ଯୋଗାଇ ଦେଉଥିଲେ। ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କ ପାଇଁ ରାଜ୍ୟ ସରକାର ଟିକା କିଣି ମାଗଣାରେ ଦେଉଥିଲେ। ହେଲେ ଏବେ ଟିକା ଯୋଗାଣର ସମସ୍ତ ଦାୟିତ୍ୱ କେନ୍ଦ୍ର ସରକାର ନିଜ ହାତକୁ ନେଇଛନ୍ତି।

କେନ୍ଦ୍ର ସରକାର ଉତ୍ପାଦନର ୭୫ ପ୍ରତିଶତ ଟିକା କିଣି ରାଜ୍ୟ ସରକାରମାନଙ୍କୁ ମାଗଣାରେ ଯୋଗାଇ ଦେବେ। ବାକି ୨୫ ପ୍ରତିଶତ ଘରୋଇ ହସ୍ପିଟାଲ କିଣିବେ। ଏହି ୨୫% ଟିକା ଲୋକମାନେ ଟଙ୍କା ଦେଇ ନେଇ ପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଜୁନ ୨୧ରୁ ରାଜ୍ୟ ସରକାରଙ୍କୁ ଏହି ଟିକା ଯୋଗାଇ ଦିଆଯିବ। ଟିକା ପାଇଁ ରାଜ୍ୟ ସରକାରଙ୍କୁ କିଛି ବି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ଘରୋଇ ହସ୍ପିଟାଲରେ ୧୫୦ ଟଙ୍କା ସର୍ଭିସ ଚାର୍ଜ ନେଇ ଲୋକଙ୍କୁ ଟିକା ଦିଆଯିବ। ଘରୋଇ ହସ୍ପିଟାଲ ଟିକାକରଣ ଉପରେ ରାଜ୍ୟ ସରକାର ନଜର ରଖିବ ବୋଲି ପ୍ରଧାନ ମନ୍ତ୍ରୀ କହିଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ସରକାରଙ୍କ ସଫଳତା ସମ୍ପର୍କରେ କହିଥିଲେ। ୨୦୧୪ରେ ଆମ ଦେଶରେ ଟିକାର କଭରେଜ ୬୦% ଥିଲା। ହେଲେ ଭାଜପା ସରକାର ସମୟରେ ଏହା ୯୦%କୁ ବୃଦ୍ଧି ପାଇଥିବା ମୋଦି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...

‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’

ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଥିଲା...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୭, ୨୦୨୧)
Next Post Next post:
୮୦ କୋଟି ଲୋକଙ୍କୁ ମାଗଣା ରାଶନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts