ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାଶନ ଦେବାକୁ ପ୍ରଧାନମନ୍ତ୍ରୀ କହିଥିବା ବେଳେ ପିଏମ୍ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଏହି ରାଶନ ଯୋଗାଇ ଦିଆଯିବ। ସରକାର କୌଣସି ପରିବାରକୁ ଭୋକରେ ରହିବାକୁ ଦେବେ ନାହିଁ। ଏନେଇ ନଭେମ୍ବର ପର୍ଯ୍ୟନ୍ତ ମାଗଣା ରାଶନ ଦେବାର ସୀମାକୁ ବଢାଇ ଦିଆଯାଇଛି। ସରକାର ଗରିବଙ୍କ ପ୍ରତ୍ୟେକ ଆବଶ୍ୟକତା ସହ ଛିଡା ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।
‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ
ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...
ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍ ଟିକା ଦିଆଯିବ।...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ
ଡେରାଡୁନ୍,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...
କୋଭିଶିଲ୍ଡ୍ ଡୋଜ୍ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ...
ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା
ନୂଆଦିଲ୍ଲୀ, ୪।୬(ଆଇଏଏନ୍ଏସ୍):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...
ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍…
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ...


