ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଭିନ୍ଦ୍ରନଓ୍ବାଲେ ୧୯୮୪ ବ୍ଲୁଷ୍ଟାର ଅପରେଶନ ବେଳେ ମୃତ୍ୟୁ ବରଣ କରିଥିଲେ। ୪୦ ବର୍ଷୀୟ ଅଫ୍ ସ୍ପିନର କହିଛନ୍ତି ବ୍ଲୁଷ୍ଟାର ଅପରେଶନର ୩୭ତମ ବାର୍ଷିକ ପୂର୍ତ୍ତି ଅବସରରେ ସେ ଏକ ହ୍ବାଟ୍ସଆପ୍ ଫରଓ୍ବାର୍ଡ ପୋଷ୍ଟ କରିଥିଲେ। ଫଟୋଟିରେ ସ୍ଥାନିତ ବ୍ୟକ୍ତି ଜଣକ ଭିଦ୍ରନଓ୍ବାଲେ ବୋଲି ତାଙ୍କର ଧାରଣା ନ ଥିଲା। ଏହି ଇନ୍ଷ୍ଟ୍ରାଗାମ ପୋଷ୍ଟ ପାଇଁ ସେ କ୍ଷମା ପ୍ରାର୍ଥନା କରୁଛନ୍ତି। ସେ ଜଣେ ଶିଖ୍। ଭାରତ ବିରୋଧରେ ନୁହେଁ ଭାରତ ସପକ୍ଷରେ ସେ ଲଢିବେ।
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର
ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...
୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ …
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ...
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି...
ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ
ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ...
ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ...
ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍ ଟ୍ୟାବଲେଟ୍-ଷ୍ଟିମ୍ ନେବାକୁ ମନା …
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...


