E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା

ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା
10:22 pmJune 7, 2021

ଝାରସୁଗୁଡା ଅଫିସ୍‌,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାର ଅନାଥଙ୍କୁ ସୁରକ୍ଷା ଦେବା ପାଇଁ ଆଗେଇ ଆସିଛନ୍ତି। ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାର ବ୍ରଜରାଜନଗରର ଦୁଇ ଭଉଣୀ ଭାଇ, ମା’ବାପାଙ୍କୁ ହରାଇୟ ଅନାଥ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ବର୍ଷେ ତଳେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନେ ମା’ଙ୍କ ପାଖରେ ସେମାନେ ରହୁଥିଲେ। ଏଭଳି ସ୍ଥିତିରେ ଗତ ୩୧ ତାରିଖରେ ମା’ କରୋନାରେ ଆକ୍ରାନ୍ତ ହୋଇ ଝାରସୁଗୁଡ଼ା କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତ ୩ ତାରିଖରେ ମା’ଙ୍କ ମୃତ୍ୟୁ ଘଟିଥିଲା। ଏହି ସମ୍ପର୍କରେ ଖବର ପାଇ ବ୍ରଜରାଜନଗର ପୂର୍ବତନ ପୌର ଉପାଧ୍ୟକ୍ଷ ଜୟନ୍ତ ଦିକ୍ଷୀତ ଚାଇଲ୍ଡ ଲାଇନ୍‌କୁ ଜଣାଇଥିଲେ। ଚାଇଲ୍ଡ ଲାଇନ୍‌ ଜିଲା ସଂଯୋଜକ ଆଶିଷ କୁମାର ପଣ୍ଡା, ଶିଶୁ ସୁରକ୍ଷା ଅଧିକାରୀ ସୁନନ୍ଦ ମହାରଣା, ଡିପିପିୟୁ କାଉନ୍‌ସିଲର ସମୀର କୁମାର ମିଶ୍ରଙ୍କ ସହ ଅନ୍ୟମାନେ ଲମଟିବାହାଲ ସ୍ଥିତ ମାମୁ ଘରେ ପହଞ୍ଚି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ହେଲେ ଭଉଣୀ ଭାଇ ମାମୁ ମାଇଁଙ୍କ ପାଖରେ ରଖିବେ ବୋଲି କହିଥିଲେ। ପରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଭଉଣୀ ଭାଇଙ୍କୁ ଶିଶୁ ମଙ୍ଗଳ କମିଟିରେ ଉପସ୍ଥାପନା କରାଯାଇଥିଲା। ଅନାଥ ଶିଶୁଙ୍କୁ କେନ୍ଦ୍ର ସରକାରଙ୍କ ପିଏମ୍‌ କେୟାର ଓ ରାଜ୍ୟ ସରକାରଙ୍କ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତଭୂକ୍ତ କରାଯିବ ବୋଲି ଚାଇଲ୍ଡ ଲାଇନ୍‌ ଜିଲା ସଂଯୋଜକ ପଣ୍ଡା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା View All

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ...

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...

ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ

ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...

ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ

ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍‌ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା...

ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ...

ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ

ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ଷମା ମାଗିଲେ ହରଭଜନ
Next Post Next post:
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts