E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ
10:58 pmJune 7, 2021

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ କରୋନା ଭାଇରସ୍‌ ଭାକ୍ସିନ୍‌ ଇଣ୍ଡ୍ୟୁସ୍‌ଡ ଆଣ୍ଟିବଡି ଟିଟ୍ରେ (କୋଭାଟ) ପକ୍ଷରୁ ଏହି ଅଧ୍ୟୟନ ହୋଇଥିଲା। କୋଭିଶିଲ୍ଡ ନେଇଥିବା ବ୍ୟକ୍ତିଙ୍କଠାରେ ସେରୋପଜିଟିଭିଟି ହାରଠାରୁ ଆଣ୍ଟି-ସ୍ପାଇକ୍‌ ଆଣ୍ଟିବଡି ଅଧିକ ରହିଥିଲା। ତେବେ ଉଭୟ ଟିକା ଭଲ କାମ କରୁଥିବା ଅଧ୍ୟୟନରେ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌...

ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ...

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି...

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...

ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌

ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍‌ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍‌। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ
Next Post Next post:
ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts