E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ
9:03 amJune 8, 2021

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ ସେ ଏକ ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଜୁନ୍‌ ୨୨ରେ ସେ ସ୍ବିଡେନ୍‌ରେ କାର୍ଲଷ୍ଟାଡ୍‌ ଗ୍ରାଁ ପ୍ରି ସମେତ ଅନ୍ୟ କେତେକ ଇଭେଣ୍ଟରେ ଭାଗ ନେବେ। ଲିସ୍‌ବନରେ ସେ ପ୍ରତିଯୋଗିତାରେ ଭାଗ ନେବା ସହ ଟ୍ରେନିଂ ମଧ୍ୟ ନେଇପାରିବେ। ସୂଚନାଯୋଗ୍ୟ, ଗତ ମାର୍ଚ୍ଚରେ ପଟିଆଲାରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ୩ରେ ୮୮.୦୭ ମିଟର ଥ୍ରୋ କରି ନିଜ ଜାତୀୟ ରେକର୍ଡ ଭଙ୍ଗ କରିଥିଲେ। ଗତବର୍ଷ ଜାନୁୟାରୀରେ ଦକ୍ଷିଣ ଆଫ୍ରିକାର ପୋଶ୍ଚେଫ୍‌ଷ୍ଟ୍ରୁମ୍‌ଠାରେ ଏକ ଇଭେଣ୍ଟରେ ସେ ୮୭.୮୬ମିଟର ଥ୍ରୋ କରି ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ଜାଭେଲିନ୍‌ ପାଇଁ ଅଲିମ୍ପିକ ଯୋଗ୍ୟତା ଅଙ୍କ ୮୫ ମିଟର ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଜାପାନରୁ ଫେରିଲେନି ମ୍ୟାନ୍‌ମାର ଫୁଟ୍‌ବଲର

ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍‌ମାର ଜାତୀୟ ଫୁଟ୍‌ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍‌ ଡ୍ରାଇଭ୍‌’

ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍‌ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର...

୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର

ମୁମ୍ବାଇ, ୧।୬: ସୁଯୋଗ ଅଭାବରୁ ୨୮ ବର୍ଷ ବୟସରେ ସମିତ ପଟେଲ ଭାରତୀୟ କ୍ରିକେଟରୁ ଅସବର ନେଇଛନ୍ତି। ୨୦୧୨ରେ ତାଙ୍କ ପ୍ରତିନିଧିତ୍ୱରେ ୧୯ ବର୍ଷରୁ କମ୍‌...

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ...

ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

ଗ୍ଲାସଗୋ,୨୪।୬: ୟୁରୋକପ୍‌ରେ କ୍ରୋଏସିଆ ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍‌ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍‌ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି।...

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ
Next Post Next post:
ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts