E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ
10:50 amJune 8, 2021

ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ…

 

ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ
ଖରାଦିନେ ମିଳୁଥିବା ବିଭିନ୍ନ ପ୍ରକାରର ଷ୍ଟ୍ରବେରୀ, ବ୍ଲୁବେରୀ, କ୍ରାନବେରୀ ଆଦି ବିଭିନ୍ନ ପ୍ରକାରର ଫଳରେ ଭିଟାମିନ୍‌ ସି ଏବଂ ଆଣ୍ଟି ଅକ୍ସିଡାଣ୍ଟ ଆଦି ପ୍ରଚୁର ମାତ୍ରାରେ ରହିଛି। ତେଣୁ ଏହା କେଶକୁ ମଜଭୁତ କରିବା ସହିତ ମୁଲାୟମ କରିଥାଏ।

ଆପଣଙ୍କର କେଶ ଯଦି ଅଧିକ ପରିମାଣରେ ଝଡି ଯାଉଛି ତେବେ ଆପଣ କନ୍ଦମୂଳ ନିଶ୍ଚୟ ଖାଆନ୍ତୁ। ଏଥିରେ ଥିବା କେରୋଟିନ୍‌ ଭିଟାମିନ୍‌ ଏ’ରେ ପରିଣତ ହୋଇ କେଶକୁ ମଜଭୁତ କରିଥାଏ।

ଅମୃତଭଣ୍ଡାରେ ଭିଟାମିନ୍‌ ଏ ଓ ଫଲିକ୍‌ ଏସିଡ୍‌ ରହିଛି। ତେଣୁ ଏହାକୁ ଖାଇବା ଫଳରେ କେଶ ଝଡ଼ିବା ବହୁ ମାତ୍ରାରେ କମ୍‌ ହୋଇଥାଏ। ତେବେ ପାଚିଲା ଅମୃତଭଣ୍ଡାକୁ ଆପଣ ଚାହିଁଲେ ପେଷ୍ଟ କରି କେଶରେ ଲଗାଇପାରିବେ।

କେଶକୁ ସୁନ୍ଦର ଏବଂ ମୁଲାୟମ କରିବାକୁ ଚାହୁଁଥିଲେ ଅଣ୍ଡା ନିଶ୍ଚୟ ଖାଆନ୍ତୁ। ଏଥିରେ ଥିବା ପ୍ରୋଟିନ୍‌ ଏବଂ ଭିଟାମିନ୍‌ କେଶ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...

ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍‌ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର...

ଶ୍ୱେତ କବକ

କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍‌ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍‌ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍‌ ବା ଶ୍ୱେତ କବକ (ହ୍ବାଇଟ୍‌ ଫଙ୍ଗସ୍‌)ରେ...

ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ...

ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ...

ବାଏ ବାଏ ବ୍ୟାକ୍‌ ପେନ୍‌

ବାଇକ୍‌ ଚଳାଇବାବେଳେ ଆଗକୁ ଝୁଙ୍କି ରହିବା ହେଉ କି ନୂଆ ସାଇକେଲ ଚାଳକଙ୍କ ବହୁତ ବାଟ ସାଇକେଲ ଚଳାଇବା। ଅବା ଆଜିକାର ଓ୍ବାର୍କ ଫ୍ରମ୍‌ ହୋମ୍‌...

ଘରୁ ଦୂରାନ୍ତୁ ମଶା

ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍‌, ଲିକ୍ୱିଡ୍‌, ହିଟ୍‌ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ
Next Post Next post:
ସାବିତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts