ଆବଶ୍ୟକ ସାମଗ୍ରୀ
ଆମ୍ବ ପ୍ଲପ- ୧ କପ୍, ଖଟା ଦହି- ୧ କପ୍, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ, କଞ୍ଚା ଲଙ୍କା- ୨ଟି, ମେଥି- ଅଧା ଚାମଚ, ଜିରା- ଅଧା ଚାମଚ, ସୋରିଷ- ଅଧା ଚାମଚ, ହେଙ୍ଗୁ- ଅଳ୍ପ, ଭୁର୍ସୁଙ୍ଗପତ୍ର- ଅଳ୍ପ, ସ୍ବାଦ ଅନୁସାରେ ଲୁଣ ଓ ଲଙ୍କାଗୁଣ୍ଡ।
ପ୍ରସ୍ତୁତି ପ୍ରଣାଳୀ-
ପ୍ରଥମେ ଅଦାକୁ କୋରି ରଖନ୍ତୁ। ଏକ ପାତ୍ରରେ ବେସନ, ଅଦା, କଞ୍ଚାଲଙ୍କା ଓ ଦହିକୁ ମିଶାଇ ଭଲଭାବେ ମିଶାଇ ଦିଅନ୍ତୁ। ଏହାପରେ ଗ୍ୟାସ୍ରେ କଡେଇକୁ ଗରମ କରି ସେଥିରେ ତେଲ ପକାନ୍ତୁ। ତେଲ ଗରମ ହେବା ପରେ ସେଥିରେ ହେଙ୍ଗୁ ପକାଇ ତା’ପରେ ମେଥି, ସୋରିଷ ଏବଂ ଜିରାକୁ ମିଶାଇ ଛୁଙ୍କ କରନ୍ତୁ। ଏହାପରେ ଭୁର୍ସୁଙ୍ଗପତ୍ରକୁ ପକାଇ ଦହିର ମିଶ୍ରଣକୁ ପକାନ୍ତୁ। ଏଥିରେ ଆମ୍ବ ପ୍ଲପ, ଲୁଣ ଓ ହଳଦୀ ପକାଇ ଗୋଳାନ୍ତୁ। ଏହି ମିଶ୍ରଣରେ ୪ରୁ ୫ କପ୍ ପାଣି ଦେଇ କମ୍ ଆଞ୍ଚରେ ବସାନ୍ତୁ। ମଝିରେ ମଝିରେ ମିଶ୍ରଣକୁ ଗୋଳାଇ ଦିଅନ୍ତୁ। ପ୍ରାୟ ଅଧଘଣ୍ଟା ପର୍ଯ୍ୟନ୍ତ ଏହାକୁ ସିଝାନ୍ତୁ। ଏହାପରେ ଚୁଲିରୁ ଓହ୍ଲାଇ ଭାତ ସହିତ ଖାଆନ୍ତୁ।
Posted inଜୀବନଚର୍ଯ୍ୟା View All
ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି...
ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ...
ପୃଥିବୀ ପାଇଁ ବୋଝ ଏଭଳି ଲୋକ
ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି...
ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ...
ବଟର ଚିକେନ୍
ଆବଶ୍ୟକ ସାମଗ୍ରୀ: ୨ ଟେବ୍ଲସ୍ପୁନ୍ ତେଲ, ୧ ଟେବଲ୍ସ୍ପୁନ୍ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍ ଅଦା ଛେଚା...
କଥାବାର୍ତ୍ତା ଶୈଳୀ ବଢ଼ାଏ କାର୍ଯ୍ୟଦକ୍ଷତା
ନିଜର କଥାବାର୍ତ୍ତା ଶୈଳୀ ଉପରେ ସେହି ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ନିର୍ଭର କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ରୋଚକ ତଥ୍ୟ ସମ୍ପର୍କରେ ଲଣ୍ଡନ...
ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ
ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...
ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…
ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ...


