ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ..
– ପୁଦିନା ଓ ଅଦା ରସ ସହିତ ମହୁ ମିଶାଇ ଖାଇଲେ କାଶ ଭଲ ହୋଇଥାଏ।
– ପୁଦିନା ପତ୍ରକୁ ଖାଲି କିମ୍ବା ଅଳ୍ପ ନଡିଆ ସହିତ ମିଶାଇ ଖାଇଲେ ହାକୁଟି ସମସ୍ୟା ଦୂର ହୋଇଥାଏ।
– ଟନସିଲ୍ ସମସ୍ୟା ଥିଲେ ପୁଦିନା ରସକୁ ପାଣିରେ ମିଶାଇ ଗାର୍ଗଲିଂ କରନ୍ତୁ, ବେଶ୍ ଆରାମ ମିଳିବ।
– ବାହାରେ ଅଧିକ ସମୟ ଖରାରେ ବୁଲିବା ଯୋଗୁ ଯଦି ପାଦ ତଳ ପୋଡାଜଳା ହେଉଥାଏ, ତେବେ ପୁଦିନାକୁ ବାଟି ଫ୍ରିଜ୍ରେ ରଖିବା ପରେ ବାହାର କରି ଲଗାନ୍ତୁ।
– ଦହି କିମ୍ବା ଆମ୍ବର କଅଁଳିଆ ପତ୍ର ସହିତ ପୁଦିନାକୁ ବାଟି ପିଇଲେ ପେଟ ବିନ୍ଧା ଭଲ ହୋଇଥାଏ।
– ବିଷାକ୍ତ କୀଟ ଦଂଶନ ପରେ ସେହି ସ୍ଥାନରେ ପୁଦିନା ପେଷ୍ଟ ଲଗାଇଲେ ଆରାମ ମିଳେ।
– ୨ଟି ଲବଙ୍ଗ ସହିତ ପୁଦିନା ପତ୍ର ଓ ଅଳ୍ପ ଜିରା ମିଶାଇ ବାଟି ପିଇଲେ ଅଂଶୁଘାତରୁ ରକ୍ଷା ମିଳିଥାଏ।
– ପୁଦିନା ସହିତ ଲେମ୍ବୁ ରସ ମିଶାଇ ପିଇଲେ ଯକୃତ ସମସ୍ୟା ଭଲ ହୋଇଥାଏ।
– ପୁଦିନା ରସ ସହିତ ସୈନ୍ଧବ ଲୁଣ ମିଶାଇ ପିଇଲେ ଅଜୀର୍ଣ୍ଣ ସମସ୍ୟା ଦୂର ହୋଇଥାଏ।
– କଫ ହୋଇଥିଲେ ଉଷୁମ ପାଣିରେ ପୁଦିନା ରସ ମିଶାଇ ଦିନକୁ ୩ ଥର ପିଅନ୍ତୁ, ଆରାମ ଲାଗିବ।
Posted inଜୀବନଚର୍ଯ୍ୟା View All
ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ
ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ଅନେକ କିଛି ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ...
ଘରେ ମନି ପ୍ଲାଣ୍ଟ୍ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍…
ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର...
ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ
ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...
ପରିବାର ପାଇଁ ପରିବେଶ
ଘର ପରିବେଶକୁ ପ୍ରଦୂଷଣମୁକ୍ତ କରିବା ସହ ଘରକୁ ସୁନ୍ଦର ଓ ଆକର୍ଷଣୀୟ କରିବା ପାଇଁ ଏବେ ଗୃହିଣୀମାନେ ଅଧିକରୁ ଅଧିକ ଇନ୍ଡୋର ପ୍ଲାଣ୍ଟ ଲଗାଉଛନ୍ତି। ସମୟ...
ପାର୍ଲର ଯିବା ପୂର୍ବରୁ…
ବିଭିନ୍ନ ପ୍ରକାରର ବ୍ୟୁଟି ଟ୍ରିଟ୍ମେଣ୍ଟ କରିବା ନିମନ୍ତେ ମହିଳାମାନେ ବ୍ୟୁଟି ପାର୍ଲର ଯାଇଥାନ୍ତି। କିନ୍ତୁ ବେଳେବେଳେ ବ୍ୟୁଟିସିଆନମାନଙ୍କ ଖାମଖିଆଲ ଗୁଣ ପାଇଁ ସୌନ୍ଦର୍ଯ୍ୟ ନଷ୍ଟ...
ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର
ବାସ୍ତୁବିତ୍ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...
ଗୁଜରାଟୀ ମ୍ୟାଙ୍ଗୋ କଡ଼ି
ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍, ଖଟା ଦହି- ୧ କପ୍, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...
ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…
*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ। *ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ...


