ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍ଡାଉନ୍କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଦେଶରେ ଜାରି ରହିଥିବା କରୋନା କଟକଣା ଶୀଘ୍ର ନ ହଟାଇଇବାକୁ ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଟ୍ରେଡୋସ୍ ଅଧାନୋମ୍ ଘେବ୍ରାୟସସ୍ ପରାମର୍ଶ ଦେଇଛନ୍ତି। ତରବର ହୋଇ ଅନ୍ଲକ୍ ପ୍ରକ୍ରିୟା ନ କରିବାକୁ ସେ କହିଛନ୍ତି। ଭାରତରେ ଦେଖାଦେଇଥିବା ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍ ଅଧିକ ଭୟଙ୍କର। ଏହାର ନୂଆ ମ୍ୟୁଟେଶନ୍ ଅଧିକ ବେଗରେ ବ୍ୟାପିବା ସହିତ ତାଣ୍ଡବ ରଚିବ ବୋଲି ସେ ସତର୍କ ସୂଚନା ଦେଇଛନ୍ତି। ଯେଉଁମାନେ ଭାକ୍ସିନ୍ ନେଇ ନାହାନ୍ତି ସେମାନଙ୍କ ପାଇଁ ଅଧିକ ବିପଦ ରହିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ ପରେ ଭାରତ ସରକାର ଅନ୍ଲକ୍ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାର ଉଚିତ ବୋଲି ସେ କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ
ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି।...
ସ୍କେଟିଂରେ ସଚେତନତା
ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...
ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...
ରେଳଧାରଣାରେ ଯାଇଛି ୮,୭୦୦ ଜୀବନ
ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...
ଏମ୍-ଯୋଗ ଆପ୍ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..
ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍-ଯୋଗ ଆପ୍ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ...


