E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା
12:44 pmJune 8, 2021

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ ଜନସାଧାରଣଙ୍କ କ୍ରୋଧକୁ ଦୃଷ୍ଟିରେ ରଖି ସରକାର କରୋନା ଟିକାକୁ ରାଜନୀତିକରଣ କରିବା ପରିବର୍ତ୍ତେ ମାଗଣା ଟିକାକରଣ କରିବେ ବୋଲି ଘୋଷଣା କରିଛନ୍ତି। ଆମେ ଭାଜପାର ଟିକା ବିରୋଧରେ ଥିଲୁ, କିନ୍ତୁ ‘ଭାରତ ସରକାର’ର ଟିକାକୁ ସ୍ବାଗତ କରି ଆମେ ବି ଟିକା ନେବୁ ଏବଂ ଟିକା ଅଭାବରୁ ଏହାକୁ ନେଇ ନ ଥିବା ଲୋକଙ୍କୁ ନିବେଦନ ମଧ୍ୟ କରିବୁ ବୋଲି ସେ କହିଛନ୍ତି। ପୂର୍ବରୁ ତାଙ୍କ ପିତା ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ।
ସୂଚନାଯୋଗ୍ୟ,ଅଖିଳେଶ ଯାଦବ କରୋନା ଟିକାକୁ ବିରୋଧ କରିଥିଲେ ଏବଂ କହିଥିଲେ ଯେ ସେ ଏହି ଟିକା ନେବେ ନାହିଁ। ତାଙ୍କ ବିବୃତ୍ତିକୁ ନେଇ ସୋସିଆଲ ମିଡିଆରେ ପ୍ରବଳ ଚର୍ଚ୍ଚା ପ୍ରକାଶ ପାଇଥିଲା। ଅଖିଳେଶ କହିଥିଲେ ଯେ, ମୁଁ କରୋନା ଟିକା ନେବି ନାହିଁ। ଏହି ଟିକା ତ ଭାଜପା ଲୋକଙ୍କର। ମୁଁ ଏହାକୁ କିପରି ବିଶ୍ୱାସ କରିପାରିବି? ’ରାଜ୍ୟ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଅଖିଳେଶଙ୍କ ଏହି ମନ୍ତବ୍ୟ ଡାକ୍ତର ତଥା ବୈଜ୍ଞାନିକଙ୍କ ଅପମାନ ବୋଲି କହିଥିଲେ। ପାଇଁ ସେ ଏନେଇ କ୍ଷମା ମାଗନ୍ତୁ ବୋଲି ମୌର୍ଯ୍ୟ କହିଥିଲେ। ତେବେ କିଛି ସମୟ ପରେ ଅଖିଳେଶ ଯାଦବ ତାଙ୍କ ବିବୃତ୍ତି ପ୍ରତ୍ୟାହାର କରି କହିଥିଲେ ଯେ ସମ୍ପୂର୍ଣ୍ଣ ପରୀକ୍ଷା ପରେ ସେ କରୋନା ଟିକା ନେବେ।

जनाक्रोश को देखते हुए आख़िरकार सरकार ने कोरोना के टीके के राजनीतिकरण की जगह ये घोषणा करी कि वो टीके लगवाएगी।

हम भाजपा के टीके के ख़िलाफ़ थे पर ‘भारत सरकार’ के टीके का स्वागत करते हुए हम भी टीका लगवाएंगे व टीके की कमी से जो लोग लगवा नहीं सके थे उनसे भी लगवाने की अपील करते हैं।

— Akhilesh Yadav (@yadavakhilesh) June 8, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର...

ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ

ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...

ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…

ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍‌ପି ସିଂହ ଓବରୟ। ଏହି ଯାତ୍ରା...

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ।...

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…
Next Post Next post:
ଉଠିଲା ଲକ୍‌ଡାଉନ୍‌: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts