ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ ଜିଲାରେ ସାଧାରଣରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ମଙ୍ଗଳବାର ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ତେବେ ବୁଧବାର ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସାଙ୍ଗକୁ କେତେକ ସ୍ଥାନରେ ଘଡ଼ ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ବୋଲି ପୂର୍ବାନୁମାନ କରାଯାଇଛି।
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ...
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...
୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍ ଟିକା ୮ରୁ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...
ଗଛରେ ପିଟିହେଲା ପୋଲିସ ଭ୍ୟାନ୍
ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ...
କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...


